www.samajalive.in
Monday, December 15, 2025
16.1 C
Bhubaneswar

ରେଳ କର୍ମଚାରୀମାନଙ୍କୁ ମିଳିବ ୭୮ଦିନର ଉତ୍ପାଦନ ଆଧାରିତ ବୋନସ୍‍

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରେଳ କର୍ମଚାରୀମାନଙ୍କୁ ୭୮ଦିନର ଉତ୍ପାଦନ ଆଧାରିତ ବୋନସ୍‍ ପ୍ରଦାନକୁ ଅନୁମୋଦନ କରିଛନ୍ତି। ରେଳ ବିଭାଗର ସମସ୍ତ ଯୋଗ୍ୟ ଅଣଗେଜେଟେଡ୍‍ କର୍ମଚାରୀ ଏହି ବୋନସ୍‍ ପାଇବେ। ଏହି ନିଷ୍ପତ୍ତି ଫଳରେ ପ୍ରାୟ ୧୧ ଲକ୍ଷ ୨୭ ହଜାର କର୍ମଚାରୀ ଉପକୃତ ହେବେ। ପୂଜା ଛୁଟି ପୂର୍ବରୁ କର୍ମଚାରୀମାନଙ୍କୁ ଏହି ବୋନସ୍‍ ପ୍ରଦାନ କରାଯିବ।

ଭାରତୀୟ ରେଳବାଇ ପକ୍ଷରୁ କୁହାଯାଇଛି ଯାତ୍ରୀ ଓ ସାମଗ୍ରୀ ପରିବହନ କ୍ଷେତ୍ରରେ ରେଳ କର୍ମଚାରୀମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଛନ୍ତି। ଏହି ୭୮ଦିନର ବୋନସ୍‍ ପ୍ରଦାନ ଯୋଗୁଁ ରେଳବାଇ ଉପରେ ୧ ହଜାର ୮୩୨କୋଟି ଟଙ୍କାର ବୋଝ ପଡ଼ିବ।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories