୨୦୨୩-୨୪ରେ ପ୍ରତିରକ୍ଷା ଉତ୍ପାଦ ମୂଲ୍ୟରେ ସର୍ବାଧିକ ଅଭିବୃଦ୍ଧି ହାସଲ କଲା ଭାରତ

ଡେସ୍କ: ୨୦୨୩-୨୪ରେ ପ୍ରତିରକ୍ଷା ଉତ୍ପାଦ ମୂଲ୍ୟରେ ଭାରତ ସର୍ବାଧିକ ଅଭିବୃଦ୍ଧି ହାସଲ କରିଛି। ୨୦୨୩-୨୪ରେ ଉତ୍ପାଦନ ମୂଲ୍ୟ ପାଖାପାଖି ଏକ ଲକ୍ଷ ୨୬ ହଜାର ୮୮୭ କୋଟିରେ ପହଞ୍ଚିଛି, ଯାହା ପୂର୍ବ ଆର୍ଥିକ ବର୍ଷର ଉତ୍ପାଦନ ମୂଲ୍ୟ ତୁଳନାରେ ୧୬.୮% ଅଧିକ। ଆଜି ଏକ ସାମାଜିକ ଗଣମାଧ୍ୟମ ପୋଷ୍ଟରେ ଏ ସମ୍ପର୍କରେ ସୂଚନା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ମେକ୍ ଇନ୍ ଇଣ୍ଡିଆ କାର୍ଯ୍ୟକ୍ରମ ବର୍ଷକୁ ବର୍ଷ … Continue reading ୨୦୨୩-୨୪ରେ ପ୍ରତିରକ୍ଷା ଉତ୍ପାଦ ମୂଲ୍ୟରେ ସର୍ବାଧିକ ଅଭିବୃଦ୍ଧି ହାସଲ କଲା ଭାରତ