www.samajalive.in
Monday, December 15, 2025
14.1 C
Bhubaneswar

ଶ୍ରୀଲଙ୍କାଠୁ ହାରିଲା ଭାରତ

ନୂଆଦିଲ୍ଲୀ : ଭାରତୀୟ କ୍ରିକେଟ ଟିମ୍ ଶ୍ରୀଲଙ୍କାରେ ଖରାପ ପ୍ରଦର୍ଶନ କରିବା ପରେ ଓ୍ବନଡେ ସିରିଜରେ ପରାସ୍ତ ହୋଇଛି । ପ୍ରଥମ ମ୍ୟାଚ କୋଲମ୍ବୋରେ ଟାଇ ହୋଇଥିଲା । ଏହା ପରେ ଉଭୟ ମ୍ୟାଚରେ ଟିମ୍ ଇଣ୍ଡିଆକୁ ହାର୍ ସ୍ବୀକାର କରିବାକୁ ପଡିଛି । ଭାରତ ୧୯୯୭ ପରେ ଶ୍ରୀଲଙ୍କାରେ ଆଉ ଏକ ଓ୍ବନଡେ ହାରିଛି । ମ୍ୟାଚରେ ଶ୍ରୀଲଙ୍କା ଅଧିନାୟକ ଚରିଥ ଅସଲଙ୍କା ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ । ଦଳ ୫୦ ଓଭରରେ ୭ ଓ୍ବିକେଟ ହରାଇ ୨୪୮ ରନ୍ କରିଥିଲା । ୨୪୯ ରନର ପିଛା କରି ଭାରତୀୟ ଟିମ୍ ୨୬.୧ ଓଭରରେ ୧୩୮ ରନରେ ଅଲଆଉଟ୍ ହୋଇଯାଇଛି । ଅଧିନାୟକ ରୋହିତ ଶର୍ମା ୩୫, ଓ୍ବାଶିଂଟନ ସୁନ୍ଦର ୩୦, ବିରାଟ କୋହଲି ୨୦ ଏବଂ ରିୟାନ ପରାଗ ୧୫ ରନ୍ କରିଥିଲେ ।

ପୁରୀରେ କାର୍ଯ୍ୟକାରୀ ହେବ ଉଚ୍ଚ-ଗୁଣାତ୍ମକ ରୋଗୀକୈନ୍ଦ୍ରିକ ଏକିକୃତ ମଡେଲ

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories