www.samajalive.in
Monday, December 15, 2025
26.1 C
Bhubaneswar

ଭାରତ-ଦକ୍ଷିଣ ଆଫ୍ରିକା ଦ୍ବିତୀୟ ଟେଷ୍ଟ, ପ୍ରଥମ ଦିନରେ ଦକ୍ଷିଣ ଆଫ୍ରିକା ୨୪୭/୬, କୁଲଦୀପଙ୍କୁ ୩ ୱିକେଟ୍

ସମାଜ ନ୍ୟୁଜ ଡେସ୍କ- ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହୋଇଥିବା ଦ୍ବିତୀୟ ଟେଷ୍ଟ ମ୍ୟାଚରେ ଭଲ ସ୍ଥିତିରେ ରହିଛି ଦକ୍ଷିଣ ଆଫ୍ରିକା । ଗୁଆହାଟୀରେ ଖେଳାଯାଉଥିବା ଦ୍ବିତୀୟ ତଥା ଅନ୍ତିମ ଟେଷ୍ଟରେ ଦକ୍ଷିଣ ଆଫ୍ରିକା ପ୍ରଥମେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା । ପ୍ରଥମ ଇନିଂସରେ ୬ ଓ୍ବିକେଟ ହରାଇ ୨୪୭ ରନ୍ ସଂଗ୍ରହ କରିଛି ।

- Advertisement -

ପ୍ରଥମ ଦିନରେ ୮୧.୫ ଓଭରରେ ଦକ୍ଷିଣ ଆଫ୍ରିକାର ବ୍ୟାଟ୍ସମ୍ୟାନ ଷ୍ଟବ୍ ୧୧୨ ବଲରେ ୪୯ ରନ୍ ସ୍କୋର କରିଥିବା ବେଳେ ଭାରତ ପକ୍ଷରୁ କୁଲଦୀପ ଯାଦବ ସର୍ବାଧିକ ୩ଟି ଓ୍ବିକେଟ ଅକ୍ତିଆର କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ଜାଡ଼େଜା, ସିରାଜ, ଓ ବୁମରା ଗୋଟିଏ ଲେଖାଏଁ  ଓ୍ବିକେଟ ନେଇଛନ୍ତି ।

ବଭୁମାଙ୍କ ନେତୃତ୍ୱରେ ଦକ୍ଷିଣ ଆଫ୍ରିକା ପ୍ରଥମ ଟେଷ୍ଟକୁ ଅତି ନାଟକୀୟ ଭାବେ ଜିତିଥିବା ବେଳେ ଦ୍ବିତୀୟ ଟେଷ୍ଟ ଜିତି ଶୃଙ୍ଖଳା ହାତେଇବାକୁ ଲକ୍ଷ୍ୟରେ ଅଛି । ଅନ୍ୟପକ୍ଷରେ ଭାରତ ପ୍ରଥମ ମ୍ୟାଚ ପରାଜୟ ବରଣ କରିଥିବା ବେଳେ ଦ୍ଵିତୀୟ ମ୍ୟାଚ୍  ସିରିଜକୁ ଜିତି ବରାବର କରିବା ଲକ୍ଷ୍ୟରେ ରହିଛି ।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories