www.samajalive.in
Saturday, December 6, 2025
26.1 C
Bhubaneswar

ଆଜି ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦

ଡେସ୍କ: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ୩ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଖେଳାଯିବ। ଡର୍ବାନରେ ଏହି ମ୍ୟାଚ ଖେଳାଯିବ। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ୍ ଦଳ ଏହି ମ୍ୟାଚ ଖେଳିବ।

୨୦୧୮ରେ ଭାରତ ​ଶେଷ ଥର ପାଇଁ ଦକ୍ଷିଣ ଆଫ୍ରିକାରେ ଟି-୨୦ ଶୃଙ୍ଖଳା ଖେଳିିଥିଲା। ସେହି ଶୃଙ୍ଖଳାରେ ଭାରତ ୨-୧ରେ ବିଜୟୀ ହୋଇଥିଲା। ଏହା ପୂର୍ବରୁ ୨୦୦୭ ଟି-୨୦ ବିଶ୍ବକପରେ ମଧ୍ୟ ଭାରତ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିବାରେ ସଫଳ ହୋଇଥିଲା। ତେବେ ହାର୍ଦିକ ପାଣ୍ଡ୍ୟା ବାରମ୍ବାର ଆଘାତ ସମସ୍ୟାରେ ପଡୁଥିବାରୁ ସୂର୍ଯ୍ୟକୁମାରଙ୍କୁ ଟି୨୦ର ନୂତନ ଅଧିନାୟକ ଦାୟିତ୍ବ ମିଳିଛି।

- Advertisement -

ଦକ୍ଷିଣ ଆଫ୍ରିକା ଦଳ ଆଇଡାନ ମାର୍କରାମଙ୍କ ନେତୃତ୍ୱରେ ଖେଳିବ। ​ଶେଷ ୪ଟି ଟି-୨୦ ମ୍ୟାଚରେ ଭାରତ ୨ଟି ଓ ଦକ୍ଷିଣ ଆଫ୍ରିକା ୨ଟି ମ୍ୟାଚରେ ବିଜୟୀ ହୋଇଛନ୍ତି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories