www.samajalive.in
Saturday, December 6, 2025
23.1 C
Bhubaneswar

ଓ୍ବେଷ୍ଟ ଇଣ୍ଡିଜ୍ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା

ନୂଆଦିଲ୍ଲୀ: ଓ୍ବେଷ୍ଟ ଇଣ୍ଡିଜ୍ ବିପକ୍ଷ ଟେଷ୍ଟ ସିରିଜ୍ ପାଇଁ ୧୫ ଜଣିଆ ଟିମ୍ ଘୋଷଣା ହୋଇଛି। ଅଧିନାୟକ ଶୁବମନ୍ ଗିଲଙ୍କ ନେତୃତ୍ଵରେ ଦଳ ଘୋଷଣା କରାଯାଇଛି। ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କୁ ଉପଅଧିନାୟକ ଦାୟିତ୍ଵ ଦିଆଯାଇଛି। ଆହତଜନିତ କାରଣରୁ ଋଷଭ ପନ୍ତଙ୍କୁ ସ୍ଥାନ ମିଳିପାରିନାହିଁ। ଓ୍ବିକେଟ୍ କିପର୍‌ ତାଲିକାରେ ଧ୍ରୁବ ଜୁରେଲଙ୍କ ସହ ଏନ ଜଗଦିଶନ୍ ରହିଛନ୍ତି । କରୁଣ ନାୟର ବାଦ ପଡିଥିବାବେଳେ ଦେବଦତ୍ତ ପାଡିକାଲ , ରାହୁଲ , ଜୟସ୍ଵାଲ, ସାଇ ସୁଦର୍ଶନ , ଓ୍ବାଶିଂଟନ ସୁନ୍ଦର ଦଳରେ ସାମିଲ ହୋଇଛନ୍ତି। ସେହିପରି ବୁମ୍‌ରା , ଅକ୍ଷୟ ପଟେଲ , ନୀତିଶ ରେଡ୍ଡୀ, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରିଷ୍ଣା , କୁଲଦୀପ ଯାଦବ ନିଜ ସ୍ଥାନ ବଜାୟ ରଖିଛନ୍ତି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories