www.samajalive.in
Saturday, December 6, 2025
26.1 C
Bhubaneswar

ଭିଏତନାମର ନୌସେନାକୁ ‘କୃପାଣ’ ଉପହାର ଦେବ ଭାରତ

ନୂଆଦିଲ୍ଲୀ : ଭାରତୀୟ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଭିଏତନାମର ପ୍ରତିରକ୍ଷା ମନ୍ତ୍ରୀ ଜେନେରାଲ ଫାନ ୱାନ ଜିଆଙ୍ଗଙ୍କ ସହ ଏକ ବିଶେଷ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନାରେ ବିଭିନ୍ନ ପ୍ରସଙ୍ଗ ସହିତ ଭିଏତନାମର ନୌସେନାକୁ ଭାରତ ସ୍ବଦେଶୀ ନିର୍ମିତ କ୍ଷେପଣାସ୍ତ୍ର ଯୁଦ୍ଧ ଜାହାଜ ଆଇଏନ୍‌ଏସ୍‌ କୃପାଣ ଉପହାର ଦେବ ବୋଲି ଘୋଷଣା କରିଛି। ଜିଆଙ୍ଗ ଏବେ ଦୁଇ ଦିନିଆ ଭାରତ ଗସ୍ତରେ ଅଛନ୍ତି ବୋଲି ପ୍ରତିରକ୍ଷା ମନ୍ତ୍ରଣାଳୟ ସୂଚନା ମିଳିଛି।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories