www.samajalive.in
Saturday, December 6, 2025
26.1 C
Bhubaneswar

ମହିଳା ଟ୍ବେଣ୍ଟି-୨୦ ବିଶ୍ଵକପ : ଫାଇନାଲରେ ଭାରତ-ଅଷ୍ଟ୍ରେଲିଆ

ସିଡନୀ : ସିଡନୀ କ୍ରିକେଟ୍ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ଦ୍ୱିତୀୟ ସେମିଫାଇନାଲ ମ୍ୟାଚରେ ଦକ୍ଷିଣ ଆଫ୍ରିକାକୁ ୫ ରନରେ ହରାଇ ଡିଫେଣ୍ଡିଂ ଚମ୍ପିଆନ୍ ଅଷ୍ଟ୍ରେଲିଆ ପୁଣିଥରେ ମହିଳା ଟ୍ବେଣ୍ଟି-୨୦ ବିଶ୍ୱକପର ଟାଇଟଲ୍ ମୁକାବିଲାରେ ଅବତୀର୍ଣ୍ଣ ହୋଇଛି। ରବିବାର ଦିନ ଫାଇନାଲରେ ଅଷ୍ଟ୍ରେଲିଆର ସାମ୍ନା ଭାରତ ସହ ହେବ।
ସେହିପରି ଗୁରୁବାର ଭାରତ ଓ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ଷା ଯୋଗୁ ବାତିଲ ହୋଇଯାଇଥିଲା। ଫଳରେ ଗ୍ରୁପ ପର୍ଯ୍ୟାୟରେ ସର୍ବାଧିକ ୮ ପଏଣ୍ଟ୍ ହାସଲ କରିଥିବାରୁ ଭାରତୀୟ ମହିଳା କ୍ରିକେଟ ଦଳ ଫାଇନାଲକୁ ପ୍ରବେଶ କରିଥିଲା।

Hot this week

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

Related Articles

Popular Categories