www.samajalive.in
Friday, December 12, 2025
15.1 C
Bhubaneswar

ଗୋଲାପି ବଲ ଟେଷ୍ଟ : ୩୪୭ରନରେ ଭାରତର ପାଳି ଘୋଷଣା, ବାଂଲାଦେଶ ୫-୨

କୋଲକାତା : କୋଲକାତାର ଇଡେନ୍‍ ଗାର୍ଡେନରେ ବାଂଲାଦେଶ ଓ ଭାରତ ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚର ଦ୍ବିତୀୟ ଦିନରେ ଭାରତୀୟ ଦଳ ଅଧିନାୟକ ବିରାଟ କୋହଲିଙ୍କ ଶତକ ବଳରେ ୩୪୭ରନ କରି ପାଳି ଘୋଷଣା କରିଛି। ଏହାର ଯବାବରେ ବାଂଲାଦେଶ ମାତ୍ର ୫ରନ କରି ଦୁଇଟି ୱିକେଟ ହରାଇଛି।
ଶୁକ୍ରବାର ଟସ୍‍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇ ବାଂଲାଦେଶ ପ୍ରଥମ ଇନିଂସରେ ୧୦୬ ରନ୍ କରି ଅଲ ଆଉଟ ହୋଇଯାଇଥିଲା । ଭାରତ ବ୍ୟାଟିଂ କରି ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ୩ ୱିକେଟ ହରାଇ ୧୭୪ ରନ ସଂଗ୍ରହ କରିଥିଲା । ଆଜି ଭାରତ ପ୍ରଥମ ଦିନର ଅସମାପ୍ତ ଇନିଂସ ୧୭୪/୩ ରୁ ଖେଳ ଆରମ୍ଭ କରିଥିଲା । ତେବେ ଅଧିନାୟକ କୋହଲି ୧୩୬ ରନ କରି ଆଉଟ ହୋଇଥିଲେ। ଭାରତ ୯ୱିକେଟ ହରାଇ ୩୪୭ରନ କରି ତାର ପ୍ରଥମ ପାଳି ଘୋଷଣା କରିଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories