www.samajalive.in
Saturday, December 6, 2025
26.1 C
Bhubaneswar

ଆଜିଠୁ ଭାରତର ଟି-୨୦ ବିଶ୍ୱକପ ଅଭିଯାନ ଆରମ୍ଭ

ନୂଆଦିଲ୍ଲୀ: ଆଜିଠୁ ଭାରତ ଟି-୨୦ ବିଶ୍ୱକପରେ ନିଜର ଅଭିଯାନ ଆରମ୍ଭ କରିବାକୁ ଯାଉଛି। ପ୍ରଥମ ମ୍ୟାଚରେ ଆୟରଲାଣ୍ଡ ସହ ମୁକାବିଲା ହେବ। ନାସାଉ କାଉଣ୍ଟି ଇଣ୍ଟରନ୍ୟାସନାଲ ଷ୍ଟାଡିୟମରେ ଏହି ମ୍ୟାଚ ଖେଳାଯିବ। ଆଫଗାନିସ୍ତାନ ବିପକ୍ଷ ଶୃଙ୍ଖଳା ପରଠାରୁ ଭାରତ କୌଣସି ଟ୍ୱେଣ୍ଟି-୨୦ ମ୍ୟାଚ ଖେଳିନାହିଁ। ଆଜିର ମ୍ୟାଚରେ ଭାରତ ପାଇଁ ଚିନ୍ତାର ବିଷୟ ହୋଇନଥିଲେ ବି ମ୍ୟାଚ ଉପରେ ସମସ୍ତଙ୍କ ନଜର ରହିଛି। ତେଣୁ ମ୍ୟାଚକୁ ନେଇ ଭାରତୀୟ ଦଳ ଉତ୍ସାହିତ ଅଛନ୍ତି। ଦଳରେ ରୋହିତ ଶର୍ମା, ଋଷଭ ପନ୍ଥ, ସଞ୍ଜୁ ସାମସନ୍‌‌, ଶିବମ୍‌‌ ଦୁବେ, ରବିନ୍ଦ୍ର ଜାଡେଜା, ଅକ୍ଷର ପଟେଲ, କୁଲଦୀପ ଯାଦବ, ଯୁଜବେନ୍ଦ୍ର ଚହଲ, ଅର୍ଶଦୀପ ସିଂହ, ଯଶପ୍ରୀତ ବୁର୍ମା, ମହମ୍ମଦ ସିରାଜ ଭଳି ଖେଳାଳି ରହିଛନ୍ତି। ତେବେ ଆଜିର ମ୍ୟାଚରେ ବାଧକ ସାଜିପାରେ ବର୍ଷା।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories