www.samajalive.in
Saturday, December 6, 2025
19.1 C
Bhubaneswar

ଡିସେମ୍ବର ୯ରେ ବାରବାଟୀରେ ମ୍ୟାଚ୍‌‌, ଦକ୍ଷିଣ ଆଫ୍ରିକା ବିରୋଧରେ ଭାରତ ଟି-ଟ୍ୱେଣ୍ଟି ମ୍ୟାଚ୍‌‌ ଖେଳିବ

ଭୁବନେଶ୍ୱର: ଚଳିତ ବର୍ଷ ନଭେମ୍ବର-ଡିସେମ୍ବର ମାସରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚଟି ଟି-୨୦ ଏବଂ ତିନୋଟି ଦିନିକିଆ ମ୍ୟାଚର ସିରିଜ୍ ଖେଳାଯିବ। ଏନେଇ ଦକ୍ଷିଣ ଆଫ୍ରିକା ଦଳର ଭାରତ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଡିସେମ୍ବର ୯ରେ ବାରବାଟୀରେ ଅନ୍ତର୍ଜାତୀୟ ଟି-ଟ୍ୱେଣ୍ଟି ମ୍ୟାଚ ଅନୁଷ୍ଠିତ ହେବ। ଦକ୍ଷିଣ ଆଫ୍ରିକା ବିରୋଧରେ ଭାରତ ଟି-ଟ୍ୱେଣ୍ଟି ମ୍ୟାଚ୍‌‌ ଖେଳିବ। ୫ ମ୍ୟାଚ୍‌‌ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌‌ ବାରବାଟୀରେ ଖେଳାଯିବ। ଏହି ଟି-ଟ୍ବେଣ୍ଟି ସିରିଜ୍ ଡିସେମ୍ବର ୯ରୁ ଆରମ୍ଭ ହେବ ଏବଂ ସିରିଜର ଶେଷ ମ୍ୟାଚ୍ ଡିସେମ୍ବର ୧୯ରେ ଖେଳାଯିବ ବୋଲି ସୂଚନା ମିଳିଛି।

ଟି-ଟ୍ୱେଣ୍ଟି ମ୍ୟାଚ୍‌‌ କାର୍ଯ୍ୟସୂଚୀ

- Advertisement -

ପ୍ରଥମ ଟି-ଟ୍ୱେଣ୍ଟି  : ୯ ଡିସେମ୍ବର – କଟକ
ଦ୍ୱିତୀୟ ଟି-ଟ୍ୱେଣ୍ଟି : ଡିସେମ୍ବର ୧୧ ​​- ନାଗପୁର
ତୃତୀୟ ଟି-ଟ୍ୱେଣ୍ଟି : ୧୪ ଡିସେମ୍ବର – ଧର୍ମଶାଳା
ଚତୁର୍ଥ ଟି-ଟ୍ୱେଣ୍ଟି   : ୧୭ ଡିସେମ୍ବର – ଲକ୍ଷ୍ନୌ
ପଞ୍ଚମ ଟି-ଟ୍ୱେଣ୍ଟି   : ଡିସେମ୍ବର ୧୯ – ଅହମ୍ମଦାବାଦ

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories