www.samajalive.in
Monday, December 15, 2025
16.1 C
Bhubaneswar

ପୁଣି ଭାରତୀୟ ମହିଳା ବିଶ୍ଵ ଚାମ୍ପିଅନ୍

ନୂଆଦିଲ୍ଲୀ: ପୁଣି ଇତିହାସ ରଚିଲେ ଭାରତୀୟ ମହିଳା। ଦୃଷ୍ଟିବାଧିତ ମହିଳା କ୍ରିକେଟ୍ ଟିମ୍ ଟି-୨୦ ବିଶ୍ଵକପ୍ ରେ ଭାରତ ଚାମ୍ପିଅନ୍ ହୋଇଛି । କଲମ୍ବୋରେ ଅନୁଷ୍ଠିତ ଫାଇନାଲ ମ୍ୟାଚ୍‌ରେ ନେପାଳକୁ ୭ ଓ୍ବିକେଟ୍‌ ରେ ହରାଇ ଭାରତ ଚାମ୍ପିଅନ୍ ହୋଇଛି। ଭାରତ ପ୍ରଥମଥର ପାଇଁ ଦୃଷ୍ଟିବାଧିତ ମହିଳା ଟି-୨୦ ବିଶ୍ଵକପ୍‌ ଜିତି ଇତିହାସ ରଚିଛି। ଟସ୍‌ ଜିତି ଭାରତ ପ୍ରଥମେ ବୋଳିଂ କରିବାକୁ ନିଷ୍ପତ୍ତି ନେଇଥିଲା। ନେପାଳ ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ପିକେଟ୍ ହରାଇ ୧୧୪ ରଡ଼୍ରେ ସୀମିତ ରହିଥିଲା। ଜବାବରେ ଦମଦାର୍‌ ବ୍ୟାଟିଂ ବଳରେ ଭାରତ ୧୩ ଓଭରରେ ମ୍ୟାଚ୍ ଜିତି ଟାଇଟଲ୍‌ ନିଜ ନାଁରେ କରିଛି। ଫାଇନାଲ ମ୍ୟାଚ୍‌ରେ ଚମକିଛନ୍ତି ଓଡିଆ ଝିଅ ଫୁଲ ସୋରେନ୍। ଫୁଲଙ୍କର ଦମଦାର ବ୍ୟାଟିଂ ଭାରତର ବିଜୟକୁ ସହଜ କରିଦେଇଥିଲା।

Hot this week

ଜାତିସଂଘ ଶିବିର ଉପରେ ଡ୍ରୋନ୍‌ ମାଡ଼: ସୁଦାନରେ ୬ ବାଂଲାଦେଶୀ ଯବାନ ମୃତ

ଖାର୍ଟୁମ: ଆଫ୍ରିକୀୟ ରାଷ୍ଟ୍ର ସୁଦାନରେ ଥିବା ଜାତିସଂଘ ଶିବିର ଉପରେ ଡ୍ରୋନ୍‌...

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

Related Articles

Popular Categories