www.samajalive.in
Monday, December 8, 2025
13.1 C
Bhubaneswar

ଅଣ୍ଡର-୧୯ ମହିଳା ଟି-ଟ୍ବେଣ୍ଟି ବିଶ୍ବକପ୍‌ ଟ୍ରଫି ଜିତିଲା ଭାରତ

ନୂଆଦିଲ୍ଲୀ : ଭାରତର ମହିଳା ଟିମ୍ ଅଣ୍ଡର-୧୯ ଟି-ଟ୍ବେଣ୍ଟି ବିଶ୍ବ କପର ଟ୍ରଫି ଉପରେ କବଜା କରିଛି । ଭାରତ ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେରେ ପରାସ୍ତ କରିଛି। ରବିବାର ଫାଇନାଲରେ ଦକ୍ଷିଣ ଆଫ୍ରିକାକୁ ୯ ଓ୍ବିକେଟରେ ହରାଇ ଲଗାତର ଦ୍ବିତୀୟ ଥର ଆଇସିସି ମହିଳା ଅଣ୍ଡର-୧୯ ଟି-ଟ୍ବେଣ୍ଟି ବିଶ୍ବ କପ୍ ଜିତିଛି। ଦକ୍ଷିଣ ଆଫ୍ରିକାର ୮୩ ରନର ଲକ୍ଷ୍ୟର ପିଛା କରି ଭାରତ ୫୨ ବଲ୍ ଥାଇ ୧୧.୨ ଓଭରରେ ଏକ ଓ୍ବିକଟରେ ୮୪ ରନ୍ ସଂଗ୍ରହ କରି ଏହି ବିଜୟ ହାସଲ କରିଛି ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories