www.samajalive.in
Sunday, December 7, 2025
23.1 C
Bhubaneswar

ବାୟୁସେନା ଦିବସ

ଆଜି ବାୟୁସେନା ଦିବସ । ୧୯୩୨ ଅକ୍ଟୋବର ୮ରେ ୟୁକେର ରୟାଲ ଏୟାର ଫୋର୍ସକୁ ସହାୟତା ଯୋଗାଇବା ପାଇଁ ତତ୍କାଳୀନ ପରାଧୀନ ଭାରତରେ ବାୟୁସେନା ଦଳ ଗଠିତ ହୋଇଥିଲା । ଦ୍ବିତୀୟ ବିଶ୍ବଯୁଦ୍ଧ ସମୟରେ ମଧ୍ୟ ଭାରତୀୟ ବାୟୁସେନା ଦଳ ଗୁରୁତ୍ବପୂର୍ଣ୍ଣ ଭୂମିକା ତୁଲାଇଥିଲା । ୧୯୫୦ରେ ଭାରତ ଗଣତନ୍ତ୍ର ରାଷ୍ଟ୍ର ହେବା ପରେ ସେହି ଦଳ ‘ଭାରତୀୟ ବାୟୁ ସେନା’ ନାମରେ ପରିଚିତ ହେଲା । ଅକ୍ଟୋବର ୮ତାରିଖକୁ ଆମ ଦେଶରେ ‘ଭାରତୀୟ ବାୟୁସେନା ଦିବସ’ ଭାବେ ପାଳନ କରାଯାଉଛି । ଭାରତୀୟ ବାୟୁ ମାର୍ଗର ସୁରକ୍ଷା କରିବା ହେଉଛି ଏହି ସେନାର ପ୍ରଥମ ଓ ପ୍ରଧାନ କର୍ତ୍ତବ୍ୟ।

ଚଣ୍ଡିଗଡ଼ଠାରେ ଆଜି ବାୟୁସେନା ଦିବସ ପାଳିତ ହେବ। ଏହି ଅବସରରେ ବାୟୁସେନା ପକ୍ଷରୁ ଯୁଦ୍ଧ ବିମାନରେ ବିଭିନ୍ନ କୌଶଳ ପ୍ରଦର୍ଶନ କରାଯିବ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories