www.samajalive.in
Monday, December 8, 2025
14.1 C
Bhubaneswar

ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ସୁଖୋଇ ଏସୟୁ-୩୦ ଦୁର୍ଘଟଣାଗ୍ରସ୍ତ

ଭାରତୀୟ ବାୟୁସେନାର ଯୁଦ୍ଧ ବିମାନ ସୁଖୋଇ ଏସୟୁ-୩୦ ଆଜି ସନ୍ଧ୍ୟାରେ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଆସାମରେ ଟ୍ରେନିଂ ମିଶନ ସମୟରେ ଉଡାଣ ଭରିଥିବା ଭାରତର ଏହି ଯୁଦ୍ଧ ବିମାନ ଦୁର୍ଘଟଣାର ଶିକାର ହୋଇ ତଳକୁ ଖସି ପଡିଥିଲା। ତଳକୁ ଖସିବା ପରେ ବିମାନଟି ସମ୍ପୁର୍ଣ୍ଣ ଧ୍ୱଂସ ହୋଇଯାଇଛି ।

ବିମାନରେ ଥିବା ଦୁଇ ଜଣ ପାଇଲଟ ପାରାଚ୍ୟୁଟ ଜରିଆରେ ସୁରକ୍ଷିତ ବାହାରକୁ ଚାଲି ଆସିଥିବା ସୂଚନା ମିଳିଛି । ତେବେ ବିମାନଟି କଣ ପାଇଁ ମଝି ଆକାଣରୁ ତଳକୁ ଖସିପଡିଲା ଏନେଇ କାରଣ ଜଣାପଡିନଥିଲେ ହେଁ ବାୟୁସେନା ପକ୍ଷରୁ ଏହାର ଅନୁସନ୍ଧାନ ହେବ ବୋଲି କୁହାଯାଇଛି ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories