www.samajalive.in
Sunday, December 14, 2025
26.1 C
Bhubaneswar

ସିଆଲକୋଟରେ ଆତଙ୍କୀ ଲଞ୍ଚପ୍ୟାଡ୍ ଧ୍ବଂସ, ଭିଡିଓ ଜାରି କଲା ବିଏସଏଫ

ସମାଜ ଡିଜିଟାଲ ଡେସ୍କ: ପାକ୍‌ ଅଧିକୃତ କାଶ୍ମୀର(ପିଓକେ)ର ସିଆଲକୋଟରେ ଥିବା ଆତଙ୍କବାଦୀଙ୍କ ଲଞ୍ଚପ୍ୟାଡ୍‌କୁ ଧ୍ବଂସ କରିଛି ଭାରତୀୟ ସେନା। ଏହାର ଏକ ଭିଡିଓ ଜାରି କରି ସ୍ପଷ୍ଟ କରିଛି ସୀମା ସୁରକ୍ଷା ବଳ(ବିଏସଏଫ)।

ସିଆଲକୋଟର ଲୁନିଠାରେ ଏହି ଲଞ୍ଚପ୍ୟାଡ୍‌ ରହିଥିଲା। ଏହିଠାରୁ ପାକିସ୍ତାନୀ ସେନା ପକ୍ଷରୁ ଆତଙ୍କବାଦୀମାନଙ୍କୁ ଭାରତରେ ଅନୁପ୍ରବେଶ କରାଯାଇଥାଏ। ତା’ ସହିତ ବର୍ତ୍ତମାନ ଯୁଦ୍ଧ ସ୍ଥିତିରେ  ପାକ୍ ସେନା ପକ୍ଷରୁ ଏଠାରୁ ଡ୍ରୋନ ଲଞ୍ଚ କରି ଭାରତକୁ ପଠାଯାଇଥାଏ। ଏହାକୁ ଧ୍ବଂସ କରିବାରେ ସେନା ସଫଳ ହୋଇଛି।

- Advertisement -

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories