www.samajalive.in
Monday, December 15, 2025
27.1 C
Bhubaneswar

ଜାମ୍ମୁ କଶ୍ମୀରରେ ଏନକାଉଣ୍ଟର: ୨ ଆତଙ୍କବାଦୀ ନିପାତ

ଜାମ୍ମୁ: ଜାମ୍ମୁ କଶ୍ମୀରର କୁପୱାଡାରେ ସୁରକ୍ଷା କର୍ମୀ ଓ ଆତଙ୍କବାଦୀଙ୍କ ଗୁଳି ବିନିମୟ ହୋଇଛି । ଏଥିରେ ଦୁଇ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଏବେ ବି ସ୍ଥାନୀୟ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଛି । ସେନା ଏହି ଅଭିଯାନକୁ ‘ଅପରେସନ ପିମ୍ପଲ’ ନାମ ଦେଇଛି ।

ସେନା ପକ୍ଷରୁ କୁହାଯାଇଛି ଯେ କୁପୱାଡାରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ସମ୍ପର୍କରେ ଗୁଇନ୍ଦା ପକ୍ଷରୁ ସୂଚନା ମିଳିଥିଲା । ଏହାକୁ ଆଧାର କରି ସେନା କୁପୱାଡାର କେରାନ୍‌ ସେକ୍ଟରରେ ଏକ ମିଳିତ ଅଭିଯାନ ଆରମ୍ଭ କରିଥିଲେ । ଆତଙ୍କବାଦୀଙ୍କ ସନ୍ଦେହଜନକ କାର୍ଯ୍ୟକଳାପ ଦେଖି ଚ୍ୟାଲେଞ୍ଜ କରିଥିଲେ । ଫଳରେ ଦୁହିଁଙ୍କ ମଧ୍ୟରେ ଆଖିବୁଜା ଗୁଳିମାଡ ହୋଇଥିଲା ।

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories