www.samajalive.in
Monday, December 8, 2025
27.1 C
Bhubaneswar

ଆରତୀ ଏବଂ ଖୁସବୁଙ୍କୁ ଅଭିନନ୍ଦନ ଜଣାଇଲେ କ୍ରୀଡ଼ାମନ୍ତ୍ରୀ ଅନୁରାଗ ସିଂ ଠାକୁର

ଡେସ୍କ: ଉଜବେକିସ୍ତାନର ତାସକେଣ୍ଟରେ ଅନୁଷ୍ଠିତ ୧୮ ବର୍ଷରୁ କମ ଏସିଆନ୍ ଆଥଲେଟିକ୍ସ ଚାମ୍ପିଅନସିପରେ ବାଳିକାମାନଙ୍କ ବର୍ଗରେ ପାଞ୍ଚ ହଜାର ମିଟର ଦୌଡ଼କୁଦ ପ୍ରତିଯୋଗିତାରେ ତୃତୀୟ ତଥା ଚତୁର୍ଥ ସ୍ଥାନ ଅଧିକାର କରିଥିବାରୁ ଯୁବ ବ୍ୟାପାର ତଥା କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର ଭାରତୀୟ ଆଥଲେଟ୍ ଆରତୀ ଏବଂ ଖୁସବୁ ଯାଦବଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଶ୍ରୀ ଠାକୁର ଏକ ଟୁଇଟ୍‌ରେ କହିଛନ୍ତି ଯେ ଗଙ୍ଗା ସପ୍ତମୀର ଶୁଭ ଅବସରରେ ଆମର ନାରୀ ଶକ୍ତି ପୁଣି ଦେଶ ପାଇଁ ଗୌରବ ଆଣିଛନ୍ତି। ସେ କହିଛନ୍ତି ଯେ ଉଭୟ କ୍ରୀଡ଼ାବିତ ୧୮ ବର୍ଷରୁ କମ ଏସିଆନ୍ ଆଥଲେଟିକ୍ସ ଚାମ୍ପିଅନସିପରେ ଭାରତର ଜୟଯାତ୍ରା ଆରମ୍ଭ କରିଛନ୍ତି। ମନ୍ତ୍ରୀ କହିଛନ୍ତି, ଏହି ସଫଳତା ପାଇଁ ଭାରତ ଗର୍ବିତ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories