www.samajalive.in
Saturday, December 6, 2025
14.1 C
Bhubaneswar

ଜରୁରୀ ଅବତରଣ ବେଳେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ଗୁଜରାଟ: ପୋରବନ୍ଦର ଉପକୂଳ ଆରବ ସାଗରରେ ଆହତଙ୍କୁ ଉଦ୍ଧାର କରିବାକୁ ଯାଇଥିବା କୋଷ୍ଟଗାର୍ଡ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ୟାଙ୍କରରୁ ଆହତ ସଦସ୍ୟଙ୍କୁ ଉଦ୍ଧାର କରିବା ପାଇଁ ହେଲିକପ୍ଟରକୁ ନିୟୋଜିତ କରାଯାଇଥିଲା। ଉଦ୍ଧାର ପାଇଁ ଯିବାବେଳେ ଜରୁରୀ ଅବତରଣ କରିବାରୁ ଦୁର୍ଘଟଣାଗ୍ରସ୍ତ ହୋଇଥିବା ସୂଚନା ମିଳିଛି। ହେଲିପକ୍ଟର ଦୁର୍ଘଟଣା ଯୋଗୁଁଁ ଦୁଇ କୋଷ୍ଟଗାର୍ଡ ପାଇଲଟଙ୍କ ସମେତ ୩ ନିଖୋଜ ଥିବାବେଳେ ଜଣଙ୍କୁ ଉଦ୍ଧାର କରାଯାଇଛି। ନିଖୋଜ ତିନି ଜଣଙ୍କୁ ଉଦ୍ଧାର କରିବା ପାଇଁ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି। ସୂଚନା ଅନୁସାରେ ଗୁଜରାଟ ବନ୍ୟା ସମୟରେ ୬୭ଜଣଙ୍କୁ ଉଦ୍ଧାର କରିଥିଲା ଏହି ହେଲିକପ୍ଟର।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories