www.samajalive.in
Tuesday, December 9, 2025
16.1 C
Bhubaneswar

ଭାରତୀୟ କ୍ରିକେଟ ଟିମଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଡେସ୍କ: ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ବିଶ୍ୱକପ କ୍ରିକେଟର ଫାଇନାଲ ମ୍ୟାଚ ଅନୁଷ୍ଠିତ ହେବ। ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭାରତୀୟ କ୍ରିକେଟ ଟିମଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସମସ୍ତ ଖେଳାଳିଙ୍କୁ ଶୁଭେଚ୍ଛା ଜଣାଇବା ସହ ମୁଖ୍ୟମନ୍ତ୍ରୀ ନିଜ ଟ୍ୱିଟର ପୋଷ୍ଟରେ ଭାରତୀୟ କ୍ରିକେଟ ଦଳକୁ ‘ଅଲ ଦ ବେଷ୍ଟ ଫର ଦ ଫାଇନାଲ କ୍ଲାସ’ ବୋଲି ଲେଖିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories