www.samajalive.in
Friday, December 5, 2025
20.1 C
Bhubaneswar

ରୋଡ୍ସ କଂଗ୍ରେସ ସମାବେଶ ଉଦଘାଟିତ

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ୮୪ତମ ଇଣ୍ଡିଆନ୍‌ ରୋଡ କଂଗ୍ରେସ (ଅ୍ଧବଆରସି) ଆରମ୍ଭ ହୋଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଏହାର ଶୁଭାରମ୍ଭ କରିଛନ୍ତି । ୧୦ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ସଡ଼କ ମହାକୁମ୍ଭରେ କେନ୍ଦ୍ର ଓ ବିଭିନ୍ନ ରାଜ୍ୟ ସରକାରଙ୍କ ମନ୍ତ୍ରୀ, ବରିଷ୍ଠ ଅଧିକାରୀ, ସଡ଼କ ସୁରକ୍ଷା ବିଶେଷଜ୍ଞ, ଗବେଷକ, ଛାତ୍ରଛାତୟୀଙ୍କୁ ମିଶାଇ ଦେଶ ବିଦେଶରୁ ତିନି ହଜାର ପ୍ରତିନିଧି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଆସନ୍ତା ୧୦ ତାରିଖ ଯାଏ ସଡ଼କ ଓ ପରିବହନ ଉପରେ ଆଲୋଚନା ହେବ ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories