www.samajalive.in
Monday, December 15, 2025
24.1 C
Bhubaneswar

ଏସୀୟ କ୍ରୀଡ଼ା : ରବିବାର ସକାଳୁ ଭାରତକୁ ୧ ସ୍ୱର୍ଣ୍ଣ ଓ ୨ ରୌପ୍ୟ

ଡେସ୍କ : ହ୍ବାଙ୍ଗଝୋ ଏସୀୟ କ୍ରୀଡ଼ାରେ ଭାରତ ରବିବାର ସକାଳୁ ୩ଟି ପଦକ ଜିତିଛି । ସୁଟିଂରେ ୨ଟି ଓ ଗଲ୍ଫରେ ଗୋଟିଏ ପଦକ ଜିତିଛି। ଫଳରେ ଭାରତର ମୋଟ ପଦକ ସଂଖ୍ୟା ୪୧କୁ ବୃଦ୍ଧି ପାଇଛି। ଭାରତ ଏ ପର୍ଯ୍ୟନ୍ତ ୧୧ ସ୍ୱର୍ଣ୍ଣ, ୧୬ ରୌପ୍ୟ, ୧୪ ବ୍ରୋଞ୍ଜ ସହ ପଦକ ତାଲିକାର ୪ର୍ଥ ସ୍ଥାନରେ ରହିଛି ।

ରବିବାର ସୁଟିଂରେ ଭାରତ ଆଉ ଏକ ସ୍ୱର୍ଣ୍ଣ ପଦକ ଜିତିଛି । ପୁରୁଷ ଟ୍ରାପ୍ ଟିମ୍ ଇଭେଣ୍ଟରେ ଭାରତ ଏହି ସ୍ୱର୍ଣ୍ଣ ପଦକ ଜିତିଛି। ସେହିପରି ମହିଳା  ଟ୍ରାପ୍ ଟିମ୍ ଇଭେଣ୍ଟରେ ମଧ୍ୟ ଭାରତ ରୌପ୍ୟ ପଦକ ଜିତିଛି ।

- Advertisement -

ଅନ୍ୟପକ୍ଷରେ ମହିଳା ଗଲ୍ଫରେ ଅଦିତି ଅଶୋକ ରୌପ୍ୟ ଜିତିଛନ୍ତି। ପ୍ରଥମ ଭାରତୀୟ ମହିଳା ଗୋଲ୍ଫର ଭାବେ ​ସେ ଏସିଆଡ୍‌ରେ ପଦକ ଜିତିଛନ୍ତି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories