www.samajalive.in
Sunday, December 14, 2025
15.1 C
Bhubaneswar

ଆମେରିକାରେ ଭାରତୀୟ ଛାତ୍ରୀ ମୃତ

ୱାଶିଂଟନ : ଆମେରିକାର ଫ୍ଲୋରିଡା ସହରରେ ଅଧ୍ୟୟନରତ ଜଣେ ଭାରତୀୟ ଛାତ୍ରୀଙ୍କର ଚଳିତମାସ ୨୬ରେ ଏକ ସଡକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ତେଲଙ୍ଗାନା ନିବାସୀ ଜି.ସୌମ୍ୟା ନାମ୍ନୀ ଏହି ଛାତ୍ରୀଜଣକ ଫ୍ଲୋରିଡା ଆଟଲାଣ୍ଟିକ ବିଶ୍ବବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ। ୨୬ ତାରିଖ ରାତିରେ ସଡକ ଅତିକ୍ରମ କରୁଥିବାବେଳେ ଏକ ଦ୍ରୁତଗାମୀ କାର୍‌ ତାଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ସୌମ୍ୟାଙ୍କର ମୃତ୍ୟୁ ଘଟିଥିଲା। ତାଙ୍କର ଅକାଳ ବିୟୋଗରେ ଆମେରିକାରେ ଥିବା ଭାରତୀୟ ଛାତ୍ର ସମାଜ ଗଭୀର ଶୋକପ୍ରକାଶ କରିବା ସହ ତାଙ୍କର ଶେଷକୃତ୍ୟ ଏବଂ ସୌମ୍ୟାଙ୍କ ପାଠପଢା ବାବଦ ଋଣ ପରିଶୋଧ ପାଇଁ ପାଣ୍ଠି ଯୋଗାଡ କରୁଥିବା ଜଣାପଡିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories