www.samajalive.in
Saturday, December 6, 2025
14.1 C
Bhubaneswar

ଆମେରିକାରେ ଆଉ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ

ୱାଶିଂଟନ୍‌‌: ଆମେରିକାରେ ଆଉ ଜଣେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ଗତ ମାସରୁ ନିଖୋଜ ଥିବା ଭାରତୀୟ ଛାତ୍ର ମହମ୍ମଦ ଅବ୍‌‌ଦୁଲ ଅରଫାତଙ୍କ ମୃତଦେହ ଉଦ୍ଧାର ହୋଇଛି। ଆମେରିକାର କ୍ଲିଭଲାଣ୍ଡରୁ ତାଙ୍କ ମୃତଦେହ ଉଦ୍ଧାର ହୋଇଛି। ଆମେରିକାରେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ମାମଲା ଲଗାତର ଭାବେ ବଢ଼ି ଚାଲିଛି। ଗୋଟିଏ ସପ୍ତାହ ମଧ୍ୟରେ ଏହା ଦ୍ୱିତୀୟ ଘଟଣା। ମହମ୍ମଦ ଅବ୍‌‌ଦୁଲ ଅରଫାତ ହାଇଦରାବାଦର ନଚାରମର ବାସିନ୍ଦା ଥିଲେ ଏବଂ ସେ ଗତ ବର୍ଷ ମେ’ ମାସରେ କ୍ଲିଭଲାଣ୍ଡ ୟୁନିଭର୍ସିଟିରୁ ଆଇଟିରେ ସ୍ନାତକୋତ୍ତର ପଢ଼ିବାକୁ ଆମେରିକା ଆସିଥିଲେ।

 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories