୫୬ତମ ଅନ୍ତର୍ଜାତୀୟ ରସାୟନ ବିଜ୍ଞାନ ଅଲିମ୍ପିଆଡ, ଭାରତକୁ ଗୋଟିଏ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ଗୋଟିଏ କାଂସ୍ୟ

ଡେସ୍କ: ୫୬ତମ ଅନ୍ତର୍ଜାତୀୟ ରସାୟନ ବିଜ୍ଞାନ ଅଲିମ୍ପିଆଡରେ ଭାରତୀୟ ଦଳ ଗୋଟିଏ ସ୍ୱର୍ଣ୍ଣ, ଦୁଇଟି ରୌପ୍ୟ ଓ ଗୋଟିଏ କାଂସ୍ୟ ପଦକ ଜିତିଛି। ଚଳିତ ମାସ ୨୧ରୁ ୩୦ ତାରିଖ ପର୍ଯ୍ୟନ୍ତ ସାଉଦି ଆରବର ରିୟାଦ୍ ସହରରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ମହାରାଷ୍ଟ୍ରର ଜଳଗାଓଁ ଜିଲ୍ଲାର ଦେବେଶ ଭୈୟା ସ୍ୱର୍ଣ୍ଣ ପଦକ ଜିତିଥିବା ବେଳେ ମୁମ୍ବାଇର ଅବନୀଶ ବଂଶଲ ଏବଂ ହାଇଦ୍ରାବାଦର ହର୍ଷିନ ପୋସିନା ରୌପ୍ୟ ପଦକ ଜିତିଛନ୍ତି। ମୁମ୍ବାଇର କଶ୍ୟପ ଖଣ୍ଡେଲୱାଲ ବ୍ରୋଞ୍ଜ ପଦକ … Continue reading ୫୬ତମ ଅନ୍ତର୍ଜାତୀୟ ରସାୟନ ବିଜ୍ଞାନ ଅଲିମ୍ପିଆଡ, ଭାରତକୁ ଗୋଟିଏ ସ୍ୱର୍ଣ୍ଣ, ୨ଟି ରୌପ୍ୟ ଓ ଗୋଟିଏ କାଂସ୍ୟ