www.samajalive.in
Sunday, December 14, 2025
26.1 C
Bhubaneswar

ଉଚ୍ଚଶିକ୍ଷା କ୍ଷେତ୍ରରେ ବିଶ୍ୱ ମାନ୍ୟତାରେ ଭାରତର ପ୍ରଦର୍ଶନ ଉତ୍ସାହଜନକ – ମୋଦୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଚ୍ଚଶିକ୍ଷା କ୍ଷେତ୍ରରେ ସଦ୍ୟତମ କ୍ୱାକ୍କ୍ୱାରେଲି ସାଇମଣ୍ଡସ୍ (କ୍ୟୁଏସ୍) ବିଶ୍ୱ ମାନ୍ୟତାରେ ଭାରତର ପ୍ରଦର୍ଶନକୁ ଉତ୍ସାହଜନକ ବୋଲି କହିଛନ୍ତି। ଏକ ସୋସିଆଲ ମିଡିଆ ପୋଷ୍ଟରେ ଶ୍ରୀ ମୋଦୀ କହିଛନ୍ତି ଯେ ଭବିଷ୍ୟତରେ ଗୁଣାତ୍ମକ ଶିକ୍ଷା ଉପରେ ଗୁରୁତ୍ୱ ଦେବା ଦ୍ୱାରା ଭାରତର ଯୁବ ଶକ୍ତି ଉପକୃତ ହୋଇପାରିବ। ଗବେଷଣା, ଶିକ୍ଷଣ ଓ ଉଦ୍ଭାବନ ଉପରେ ସରକାର ବ୍ୟାପକ ଧ୍ୟାନ ଦେଉଛନ୍ତି ବୋଲି ସେ କହିଛନ୍ତି।

ଆସିଆନ ଭାରତର ଆକ୍ଟ ଇଷ୍ଟ ନୀତିର କେନ୍ଦ୍ରରେ ରହିଛି – ବୈଦେଶିକ ମନ୍ତ୍ରୀ ଏସ୍ ଜୟଶଙ୍କର

- Advertisement -

ପ୍ରଧାନମନ୍ତ୍ରୀ ମୋଦୀ କ୍ୟୁଏସର ସିଇଓ ନୁନଜିଓ କ୍ୱାକ୍ୱାରେଲିଙ୍କ ସହ ମଧ୍ୟ ସାକ୍ଷାତ କରିଥିଲେ। ଆସନ୍ତା କିଛି ସପ୍ତାହ ମଧ୍ୟରେ କ୍ୟୁଏସ୍ ଭାରତୀୟ ଉଚ୍ଚଶିକ୍ଷା ବ୍ୟବସ୍ଥାଠାରୁ ଆରମ୍ଭ କରି ସଦ୍ୟତମ କ୍ୟୁଏସ୍ ୱାର୍ଲ୍ଡ ୟୁନିଭର୍ସିଟି ରାଙ୍କିଙ୍ଗ୍ ଉପରେ ଫଳାଫଳ ପ୍ରଦାନ କରିବ ବୋଲି ଶ୍ରୀ କ୍ୱାକ୍ୱେରେଲି ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକ ଚଳିତ ବର୍ଷ ସମସ୍ତ ଜି-୨୦ ରାଷ୍ଟ୍ରମଧ୍ୟରେ ସର୍ବୋଚ୍ଚ ପ୍ରଦର୍ଶନ କରିଛନ୍ତି ଏବଂ ବିଶ୍ୱର ସବୁଠାରୁ ଦ୍ରୁତ ବିସ୍ତାରିତ ଗବେଷଣା କେନ୍ଦ୍ର ମଧ୍ୟରୁ ଅନ୍ୟତମ ହୋଇପାରିଛନ୍ତି।

https://samajalive.in/weather-forecast-news-11222112/555327.html

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories