www.samajalive.in
Saturday, December 6, 2025
26.1 C
Bhubaneswar

ଇଣ୍ଡୋନେସିଆରେ ସୁନାମୀର ତାଣ୍ଡବ; ୮୩୨ ଜଣଙ୍କ ମୃତ୍ୟ

ଜାକର୍ତ୍ତା: ଇଣ୍ଡୋନେସିଆରେ ହୋଇଥିବା ସୁନାମୀରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ସୂଚନା ଅନୁଯାୟୀ, ଏପର୍ଯ୍ୟନ୍ତ ସୁନାମୀରେ ୮୩୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ  ୫୪୦ ଜଣ ଆହତ ହୋଇଛନ୍ତି ।

ସୂଚନାଯୋଗ୍ୟ, ଶୁକ୍ରବାର ଦିନ ଇଣ୍ଡୋନେସିଆରେ ୭.୫ ତୀବ୍ରତାର ଭୂକମ୍ପ ହୋଇଥିଲା ଓ ପରେ ୧.୫ ଉଚ୍ଚର ଜୁଆର ଆସିଥିଲା।  ଏଥିରେ ଇଣ୍ଡୋନେସିଆର ପାଲୁ ସହର ସମ୍ପୂଣ୍ଣ ଧ୍ବଂସ ହୋଇଛି । ପାଲୁ ସହର ସମେତ ଅନ୍ୟାନ୍ୟ ଅଞ୍ଚଳରେ  ଏପର୍ଯ୍ୟନ୍ତ ୮୩୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫୪୦ ଜଣ ଆହତ ହୋଇଛନ୍ତି। ଉଦ୍ଧାର କାର୍ଯ୍ୟ ଜାରି ରହିଥିବାରୁ ମୃତାହତଙ୍କ ସଂଖ୍ୟା ବଢ଼ିପାରେ ବୋଲି କୁହାଯାଉଛି। ଅନେକ ଲୋକ ନିଖୋଜ ଅଛନ୍ତି। ବହୁ କୋଠାଘର ଭୁଶୁଡ଼ି ପଡ଼ିଛି। ବିଭିନ୍ନ ଡାକ୍ତରଖାନାରେ ଗୁରୁତରଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଚିକିତ୍ସା ଲାଗି ଡାକ୍ତରଖାନା ବାହାରେ ଭିଡ଼ ଜମିଛି।

- Advertisement -

 

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories