www.samajalive.in
Monday, December 15, 2025
26.1 C
Bhubaneswar

ଆଜି ଭାରତ-ବାଂଲାଦେଶ ଦ୍ୱିତୀୟ ଟି-୨୦

ସମାଜ ଡିଜିଟାଲ ଡେସ୍କ: ଭାରତ ଓ ବାଂଲାଦେଶ ମଧ୍ୟରେ ଆଜି ଖେଳାଯିବ ଦ୍ୱିତୀୟ ଟି-୨୦ ମ୍ୟାଚ। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟାରେ ଏହି ମ୍ୟାଚ ଖେଳାଯିବ। ତିନି ମ୍ୟାଚ ବିଶିଷ୍ଟ ସିରିଜରେ ଭାରତ ୧-୦ରେ ଆଗୁଆ ରହିଛି। ଆଜି ମ୍ୟାଚ ଜିତିଲେ ଭାରତୀୟ ଦଳ ସିରିଜ କବଜା କରିବ। ତେଣୁ ଆଜିର ମ୍ୟାଚ ଜିତିବାକୁ ସ୍ୱତନ୍ତ୍ର ରଣନୀତି ଆପଣାଇବ ଭାରତୀୟ ଦଳ। ସେପଟେ ମ୍ୟାଚରେ ବ୍ୟାକ୍‌‌ଫୁଟ କରିବାକୁ ବାଂଲାଦେଶକୁ ଆଜିର ମ୍ୟାଚ ଜିତିବାକୁ ସମସ୍ତ ପ୍ରୟାସ କରିବ। ଗ୍ୱାଲିୟରରେ ଖେଳାଯାଇଥିବା ପ୍ରଥମ ଟି-୨୦ ମ୍ୟାଚରେ ଭାରତ ଏକତରଫା ବିଜୟ ହାସଲ କରିଥିଲା। ୧୨୮ ରନ ଟାର୍ଗେଟକୁ ସହଜରେ ପୂରଣ କରିଥିଲା ଦଳ।

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories