www.samajalive.in
Monday, December 15, 2025
15.1 C
Bhubaneswar

ଶପଥ ଗ୍ରହଣ କଲେ ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଓ ୩ଜଣ ସୂଚନା ଆୟୁକ୍ତ

ଡେସ୍କ: ନବନିଯୁକ୍ତ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ୩ଜଣ ରାଜ୍ୟ ସୂଚନା ଆୟୁକ୍ତ ଶପଥ ଗ୍ରହଣ କରିଛନ୍ତି। ରାଜ୍ୟପାଳ ଡ. ହରି ବାବୁ କମ୍ଭମ୍‌ପାଟି ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଭାବେ ମନୋଜ କୁମାର ପରିଡ଼ା, ରାଜ୍ୟ ସୂଚନା ଆୟୁକ୍ତ ଭାବେ ପ୍ରାଣବିନ୍ଦୁ ଆଚାର୍ଯ୍ୟ, ପବିତ୍ର ମଣ୍ଡଳ ଏବଂ କଳ୍ପନା ପଟ୍ଟନାୟକଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।
ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ରାଜ୍ୟପାଳଙ୍କ ଅନୁମତି ପ୍ରାପ୍ତ ପରେ ସୂଚନା ଓ ଲୋକ ସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂହ ରାଜ୍ୟ ମୁଖ୍ୟ ସୂଚନା ଆୟୁକ୍ତ ଏବଂ ରାଜ୍ୟ ସୂଚନା ଆୟୁକ୍ତଙ୍କ ନିଯୁକ୍ତି ଆଜ୍ଞାପତ୍ର ପାଠ କରିଥିଲେ। ଏହି ଅବସରରେ ଓଡ଼ିଶା ବିଧାନସଭାର ବାଚସ୍ପତି ସୁରମା ପାଢ଼ୀ ଏବଂ ଅନ୍ୟ ମନ୍ତ୍ରୀଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories