www.samajalive.in
Monday, December 15, 2025
24.1 C
Bhubaneswar

ସେପ୍ଟେମ୍ବର ୨ରେ ନୌସେନାରେ ସାମିଲ ହେବ ଆଇଏନ୍‌ଏସ ବିକ୍ରାନ୍ତ

ନୂଆଦିଲ୍ଲୀ: ନିଜସ୍ବ ଜ୍ଞାନକୌଶଳରେ ନିର୍ମିତ ବିମାନବାହୀ ଜାହାଜ ଆଇଏନ୍‌ଏସ ବିକ୍ରାନ୍ତ ଆସନ୍ତା ସେପ୍ଟେମ୍ବର ୨ରେ ଭାରତୀୟ ନୌସେନାର ସାମିଲ ହେବ। କେରଳର କୋଚିନ୍‌ ସିପ୍‌ୟାର୍ଡରେ ଏହାକୁ ନିର୍ମାଣ କରାଯାଇଥିବା ବେଳେ ସେଠାରେ ହିଁ ଏହା ନୌସେନାରେ ସାମିଲ ହେବ ବୋଲି ଜଣାପଡ଼ିଛି। ଆଇଏନ୍‌ଏସ ବିକ୍ରାନ୍ତର ଜଳାବତରଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସହ ବରିଷ୍ଠ ସେନା ଅଧିକାରୀମାନେ ଉପସ୍ଥିତ ରହିବାର କାର୍ଯ୍ୟକ୍ରମ ରହିଛି। ବିକ୍ରାନ୍ତ ଭାରତୀୟ ନୌସେନାରେ ସାମିଲ ହେଲେ ଦେଶର ୭୫୦୦ କିଲୋମିଟର ସମୁଦ୍ର ତଟରେଖାର ସୁରକ୍ଷା ପାଇଁ ବହୁତ ସହାୟତା ମିଳିବ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories