ସ୍କୁଲ୍ ବସରେ ଅଗ୍ନି ନିରାପତ୍ତା ନିୟମର କଡ଼ା ଅନୁପାଳନ ପାଇଁ ନିର୍ଦ୍ଦେଶନାମା ଜାରି

ଭୁବନେଶ୍ୱର: ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛିା କେନ୍ଦ୍ରୀୟ ମୋଟର ଯାନ ନିୟମ (ସିଏମ୍ଭିଆର୍) ୧୯୮୯ର ଧାରା ୧୨୫ସି ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ ହେବା ଅନିବାର୍ଯ୍ୟ। ଖିଲାପକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀଙ୍କୁ ରାଜ୍ୟ ପରିବହନ କମିସନର ଅମିତାଭ ଠାକୁର ନିର୍ଦ୍ଦେଶ ଦେଇଛନ୍ତି। ଅଗ୍ନି ନିରାପତ୍ତା … Continue reading ସ୍କୁଲ୍ ବସରେ ଅଗ୍ନି ନିରାପତ୍ତା ନିୟମର କଡ଼ା ଅନୁପାଳନ ପାଇଁ ନିର୍ଦ୍ଦେଶନାମା ଜାରି