www.samajalive.in
Saturday, December 6, 2025
26.1 C
Bhubaneswar

ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବାକୁ ଉପ ମୁଖ୍ୟମନ୍ତ୍ରୀ ଓ ଦୁଇ ମନ୍ତ୍ରୀଙ୍କୁ ନିର୍ଦେଶ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆଜି (ରବିବାର)ଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ନିର୍ଦେଶ ଦେଇଛନ୍ତି। ନୀଳାଦ୍ରି ବିଜେ ସରିବା ପର୍ଯ୍ୟନ୍ତ ପୁରୀଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ । ଏବଂ ଶ୍ରଦ୍ଧାଳୁ ତଥା ଭକ୍ତଙ୍କ କୌଣସି ଅସୁବିଧା ନହେବ, ତାହା ସୁନିଶ୍ଚିତ କରିବା ଦିଗରେ ଯତ୍ନବାନ ହେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ପରାମର୍ଶ ଦେଇଛନ୍ତି।

Hot this week

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

Related Articles

Popular Categories