ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବାକୁ ଉପ ମୁଖ୍ୟମନ୍ତ୍ରୀ ଓ ଦୁଇ ମନ୍ତ୍ରୀଙ୍କୁ ନିର୍ଦେଶ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କୁ ଆଜି (ରବିବାର)ଠାରୁ ପୁରୀ ଯାଇ ରଥଯାତ୍ରାର ଅବଶିଷ୍ଟ ରୀତିନୀତି ନିରୀକ୍ଷଣ କରିବାକୁ ନିର୍ଦେଶ ଦେଇଛନ୍ତି। ନୀଳାଦ୍ରି ବିଜେ ସରିବା ପର୍ଯ୍ୟନ୍ତ ପୁରୀଠାରେ ସକ୍ରିୟ ଭାବେ ଉପସ୍ଥିତ ରହି ଶ୍ରୀଗୁଣ୍ଡିଚା ଯାତ୍ରାର ଅବଶିଷ୍ଟ ରୀତିନୀତି ଯେପରି ସୁବ୍ୟବସ୍ଥିତ ଓ ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହେବ । ଏବଂ ଶ୍ରଦ୍ଧାଳୁ ତଥା ଭକ୍ତଙ୍କ … Continue reading ନୀଳାଦ୍ରି ବିଜେ ପର୍ଯ୍ୟନ୍ତ ପୁରୀରେ ରହିବାକୁ ଉପ ମୁଖ୍ୟମନ୍ତ୍ରୀ ଓ ଦୁଇ ମନ୍ତ୍ରୀଙ୍କୁ ନିର୍ଦେଶ