www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ଅନ୍ତର୍ଜାତୀୟ ଅଗ୍ନିଶମ କର୍ମଚାରୀ ଦିବସ

ମେ ୪’ ତାରିଖରେ ପ୍ରତିବର୍ଷ ଅଗ୍ନିଶମ କର୍ମଚାରୀ ଦିବସ ବିଶ୍ବସ୍ତରରେ ପାଳନ କରଯାଏ। ୨୦୦୦ ମସିହାରେ ପ୍ରଥମ ଥର ଏହି ଦିବସ ପାଳନ ଆରମ୍ଭ ହେଲା। ୧୯୯୯ ମସିହା ଜାନୁଆରୀ ୪ରେ ଅଷ୍ଟ୍ରେଲିଆର ଜଙ୍ଗଲରେ ନିଆଁ ଲିଭାଇବାକୁ ଯାଇ ପାଞ୍ଚ ଜଣ ଅଗ୍ନିଶମ ବିଭାଗ କର୍ମଚାରୀ ପ୍ରାଣ ହରାଇଥିଲେ। ବିଶ୍ବର ପ୍ରତ୍ୟେକ ଅଞ୍ଚଳରେ ଏହି ଖବରଟି ସମସ୍ତଙ୍କ ଦୃଷ୍ଟିକୁ ଆସିଥିଲା। ପରବର୍ତ୍ତୀ ସମୟରେ ଅଗ୍ନିଶମ ବିଭାଗର କର୍ମଚାରୀଙ୍କ ପାଇଁ ଏକ ସ୍ବତନ୍ତ୍ର ଦିନ ପାଳନ କରାଯିବାକୁ ନିଷ୍ପତ୍ତି ନିଆଗଲା। ଏହି କର୍ମଚାରୀମାନଙ୍କ କାମ ସବୁବେଳେ ବିପଦପୂର୍ଣ୍ଣ। ଅଗ୍ନିର ଭୟାବହତା ବିଷୟରେ ସାଧାରଣ ଲୋକଙ୍କୁ ଜଣାଇବା ଏହି ଦିବସ ପାଳନର ଅନ୍ୟତମ ଲକ୍ଷ୍ୟ। ଲାଲ ଓ ନୀଳ ରଙ୍ଗର ରିବନ୍ ହେଉଛି ଅଗ୍ନିଶମ କର୍ମଚାରୀ ଦିନର ପ୍ରତୀକ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories