www.samajalive.in
Thursday, December 11, 2025
23.1 C
Bhubaneswar

ଚୀନ୍‌ର ନୂଆ ବୈଦେଶିକ ମନ୍ତ୍ରୀ ୱାଙ୍ଗ୍‌ ୟି

ବେଜିଙ୍ଗ୍‌: ନିଖୋଜ ହୋଇ ଯାଇଥିବା ଚୀନ୍‌ର ବୈଦେଶିକ ମନ୍ତ୍ରୀ କ୍ବିନ୍‌ ଗାଙ୍ଗ୍‌ଙ୍କ ସ୍ଥାନରେ ୱାଙ୍ଗ୍‌ ୟି’ଙ୍କୁ ଦେଶର ନୂଆ ବୈଦେଶିକ ମନ୍ତ୍ରୀ ରୂପେ ନିଯୁକ୍ତ କରାଯାଇଥିବା କଥା ମଙ୍ଗଳବାର ଦିନ ରାଷ୍ଟ୍ରାୟତ ଗଣମାଧ୍ୟମ ‘ସିନ୍‌ହୁଆ’ ରିପୋର୍ଟରୁ ଜଣାପଡ଼ିଛି। ପୂର୍ବତନ ବୈଦେଶିକ ମନ୍ତ୍ରୀ ଗାଙ୍ଗ୍‌ ଦୀର୍ଘ ଏକ ମାସ ହେବ ସର୍ବସାଧାରଣରେ ଦେଖା ନ ଯିବାରୁ ୟି’ଙ୍କୁ ନୂଆ ବୈଦେଶିକ ମନ୍ତ୍ରୀ ବୋଲି ଘୋଷଣା କରାଯାଇଥିବା ଜଣାପଡ଼ିଛି। ଉଲ୍ଲେଖଯୋଗ୍ୟ, ଗତ ଡିସେମ୍ବର ମାସରେ ବୈଦେଶିକ ମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବା ୫୭ ବର୍ଷିୟ କ୍ବିନ୍‌ ଗାଙ୍ଗ୍‌ ଜୁନ୍‌ ୨୫ ତାରିଖରୁ ନିରୁଦ୍ଦିଷ୍ଟ ହୋଇଯାଇଛନ୍ତି।

Hot this week

ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲେ ଯୁବକ

ଜୋରିମାନା ନେଉଛ, ଭଲ ରାସ୍ତା ଦିଅ ଭୁବନେଶ୍ବର : ଟ୍ରାଫିକ ନିୟମ ଉଲ୍ଲଘଂନକାରୀଙ୍କ...

୪ ଦଶନ୍ଧି ପରେ ବଡ଼ ଗୋପାଳଜୀଉ ମନ୍ଦିର ଫେରିବ ବିଗ୍ରହ

ଭୁବନେଶ୍ବର : ୧୯୮୩ରେ ଘଟିଥିବା ଏକ ଅଷ୍ଟଧାତୁ ମୂର୍ତ୍ତି ଚୋରି ମାମଲାରେ...

ନୂତନ କର୍ମକର୍ତ୍ତାଙ୍କ ସହ ବିଜେପିର ବୈଠକ

ଭୁବନେଶ୍ବର : କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଜନକଲ୍ୟାଣକାରୀ ଯୋଜନାର ସୁଫଳ...

କ୍ଷମା ମାଗିଲେ ଇଣ୍ଡିଗୋର ଅଧ୍ୟକ୍ଷ ବିକ୍ରମ ମେହେଟ୍ଟା, କହିଲେ..

ନୂଆଦିଲ୍ଲୀ : ଇଣ୍ଡିଗୋ ଏୟାରଲାଇନ୍ସ ଏକ ବଡ଼ ସଙ୍କଟର ସମ୍ମୁଖୀନ ହୋଇଥିଲା...

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

Related Articles

Popular Categories