www.samajalive.in
Monday, December 8, 2025
17.1 C
Bhubaneswar

ପ୍ରବାସୀ ଓଡ଼ିଆଙ୍କ ସହ ଆଲୋଚନା କଲେ ୫ଟି ସଚିବ

କାଲିଫର୍ଣ୍ଣିଆ: ଯୁକ୍ତରାଷ୍ଟ୍ର ଆମେରିକାର କାଲିଫର୍ଣ୍ଣିଆରେ ୫ଟି ସଚିବ ଭି.କେ ପାଣ୍ଡିଆନ ପ୍ରବାସୀ ଓଡ଼ିଆଙ୍କ ସହ ଆଲୋଚନା କରିଛନ୍ତି । ଓଡ଼ିଶାରେ ଆରମ୍ଭ ହୋଇଥିବା ରୂପାନ୍ତରଣ ପ୍ରକ୍ରିୟା ଏବଂ ବିପର୍ଯ୍ୟୟ ମୁକାବିଲାରେ ରାଜ୍ୟ ସରକାରଙ୍କ ସଫଳତା ନେଇ ଆମେରିକାରେ ରହୁଥିବା ପ୍ରବାସୀ ଓଡ଼ିଆଙ୍କ ସହ ଆଲୋଚନା କରିଛନ୍ତି । ସବୁ ମଡେଲକୁ ଅନୁଶୀଳନ କରି ସବୁଠାରୁ ବଡ଼ ବିପର୍ଯ୍ୟୟର ମୁକାବିଲା ପାଇଁ ସରକାର ପ୍ରସ୍ତୁତି କରନ୍ତି ବୋଲି ୫ଟି ସଚିବ ଭି.କେ ପାଣ୍ଡିଆନ ପ୍ରବାସୀ ଓଡ଼ିଆଙ୍କୁ ସମ୍ବୋଧିତ କରିଛନ୍ତି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories