www.samajalive.in
Monday, December 8, 2025
24.1 C
Bhubaneswar

ଅନ୍ତର୍ଜାତୀୟ ଅଲିମ୍ପିକ୍ସ ଦିବସ

୧୮୯୪ ଜୁନ୍ ୨୩ରେ ଅନ୍ତର୍ଜାତୀୟ ଅଲିମ୍ପିକ୍ସ କମିଟି ଗଠନ ହୋଇଥିଲା। କମିଟି ଗଠିତ ହେବା ପରେ ୧୯୪୮ରୁ ଏହି ଦିନରେ ‘ଅନ୍ତର୍ଜାତୀୟ ଅଲିମ୍ପିକ୍ ଦିବସ’ ପାଳନ କରାଯାଉଛି। ବିଶ୍ବର ପ୍ରମୁଖ ରାଷ୍ଟ୍ରରେ ଅଲିମ୍ପିକ୍ ଦିବସରେ ଦୌଡ଼ ପ୍ରତିଯୋଗିତାର ଆୟୋଜନ ହୁଏ। ସାଧାରଣ ବର୍ଗର ଲୋକଙ୍କୁ କ୍ରୀଡ଼ା ପ୍ରତି ଉତ୍ସାହିତ କରିବା ସହ ନିତିଦିନିଆ ଜୀବନରେ ସ୍ବାସ୍ଥ୍ୟ ଉପରେ ଖେଳକୁଦର ପ୍ରଭାବ ରହିଛି ବୋଲି ସମସ୍ତଙ୍କୁ ଜଣାଇବା ପାଇଁ ପ୍ରତିବର୍ଷ ଅଲିମ୍ପିକ୍ ଦିବସର ଆୟୋଜନ ହେଉଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories