www.samajalive.in
Friday, December 5, 2025
23.1 C
Bhubaneswar

କଟକରେ ମଙ୍ଗଳବାର ସନ୍ଧ୍ୟା ୭ଟା ଯାଏ ବନ୍ଦ ରହିବ ଇଣ୍ଟରନେଟ ସେବା

ଭୁବନେଶ୍ୱର: କଟକ ସହରରେ ଅକ୍ଟୋବର ୭ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ୍‌ ସେବା। ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ଉଦ୍ଦେଶ୍ୟରେ ଇଣ୍ଟରନେଟ୍‌ ସେବାକୁ ବନ୍ଦ କରାଯାଇଛି ବୋଲି ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। ନିକଟରେ କଟକ ସହରରେ ଦେଖାଯାଇଥିବା ଗଣ୍ଡଗୋଳ ପରିପ୍ରେକ୍ଷୀରେ କଟକ ଜିଲ୍ଲାପାଳଙ୍କ ସୁପାରିଶ କ୍ରମେ ଅସାମାଜିକ ତତ୍ତ୍ୱମାନଙ୍କୁ ନିୟନ୍ତ୍ରଣ କରିବା ନିମନ୍ତେ ଇଣ୍ଟରନେଟ୍‌ ସେବା ବନ୍ଦର ପଦକ୍ଷେପ ନିଆଯାଇଛି । କଟକ ମହାନଗର ନିଗମ ଅଞ୍ଚଳ, ସିଡ଼ିଏ ଅଞ୍ଚଳ ଓ ୪୨ ମଉଜା ଅଞ୍ଚଳରେ ଏହି ପ୍ରତିବନ୍ଧକ ଲାଗୁ କରାଯାଇଛି ।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories