www.samajalive.in
Friday, December 5, 2025
26.1 C
Bhubaneswar

ଭଦ୍ରକରେ ଇଣ୍ଟରନେଟ୍‍ ବନ୍ଦ

ସମାଜ ଡିଜିଟାଲ ଡେସ୍କ: ଆଇନ ଶୃଙ୍ଖଳା ପରିସ୍ଥିତିକୁ ମୁକାବିଲା କରିବା ପାଇଁ ଭଦ୍ରକ ଜିଲାରେ ୫ଟି ସ୍ଥାନରେ ଇଣ୍ଟରନେଟ୍‍ ସେବା ବନ୍ଦ କରାଯାଇଛି । ଆଜି ସକାଳ ୬ଟାରୁ ଆସନ୍ତାକାଲି ସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ ଇଣ୍ଟରନେଟ । ଭଦ୍ରକ ବ୍ଲକ ଓ ପୌରାଞ୍ଚଳ, ତିହିଡି ବ୍ଲକ ଅଂଚଳ, ଧାମନଗର ବ୍ଲକ ଓ ଏନଏସି ଅଞ୍ଚଳରେ ଇଣ୍ଟରନେଟ ସେବା ବନ୍ଦ କରାଯାଇଛି । ଗତ କିଛି ଦିନ ତଳେ ଗୋଷ୍ଠୀ ସଂଘର୍ଷରୁ ଜଣେ ଯୁବକ ଆହତ ହୋଇଥିଲେ । ହେଲେ ଗତକାଲି ମେଡିକାଲରେ ତାଙ୍କର ମୃତ୍ୟୁ ହେବାରୁ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କାରେ ଏଭଳି ପଦକ୍ଷେପ ନିଆଯାଇଛି । ଏହାସହିତ ପୁଲିସ ଫୋର୍ସ ମୃତୟନ ହୋଇଛନ୍ତି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories