www.samajalive.in
Monday, December 15, 2025
27.1 C
Bhubaneswar

ଖୋଲିଲା ଦୋକାନ ବଜାର- ଏପ୍ରିଲ ୧୮ ତାରିଖ ପର୍ଯନ୍ତ ସମ୍ବଲପୁରରେ ଇଣ୍ଟରନେଟ୍‌ ସେବା ବନ୍ଦ

ସମ୍ବଲପୁର – ସମ୍ବଲପୁରରେ ହନୁମାନ ଜୟନ୍ତୀ ସମାରୋହ ବେଳେ ପଥରମାଡ ଏବଂ ହିଂସା ଘଟଣାରେ ସମ୍ବଲପୁରରେ ଇଣ୍ଟରନେଟ୍‌ ଉପରେ କଟକଣା ଜାରି କରାଯାଇଛି । ଏପ୍ରିଲ ୧୮ ତାରିଖ ସକାଳ ୧୦ ପର୍ଯନ୍ତ ଏଠାରେ ଇଣ୍ଟରନେଟ୍‌ ସେବା ବନ୍ଦ ରହିବ । ହେଲେ ସହରର ସମସ୍ତ ବ୍ୟବସାୟ ପ୍ରତିଷ୍ଠାନ ଏବେ ସକାଳ୭ଟା୩୦ରୁ ରାତି ୧୧ଟା ପର୍ଯ୍ୟନ୍ତ ଖୋଲା ରହିବ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି ।

ଖୁବଶୀଘ୍ର ସମ୍ବଲପୁରରେ ଶାନ୍ତି ଫେରି ଆସିବ ବୋଲି ସ୍ୱତନ୍ତ୍ର ରିଲିଫ କମିଶନର ସମ୍ବଲପୁରରେ ପହଞ୍ଚି ସ୍ଥିତି ସମୀକ୍ଷା କରିବା ପରେ ସୂଚନା ଦେଇଛନ୍ତି । ପୁଲିସ ଡିଜି ମଧ୍ୟ ସ୍ଥିତିର ସମୀକ୍ଷା କରିଛନ୍ତି । ବିଶୃଙ୍ଖଳା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ ସୂଚନା ଦେଇଛନ୍ତି ।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories