www.samajalive.in
Sunday, December 7, 2025
14.1 C
Bhubaneswar

କଟକରେ ସ୍ଵାଭାବିକ ହେଲା ଇଣ୍ଟରନେଟ ସେବା

ସମାଜ ଡିଜିଟାଲ ଡେସ୍କ: କଟକରେ ସ୍ଵାଭାବିକ ହୋଇଛି ଇଣ୍ଟରନେଟ ସେବା। ମଙ୍ଗଳବାର ସନ୍ଧ୍ୟା ୭ଟା ପରଠାରୁ ସହରରେ ଇଣ୍ଟରନେଟ ସେବା ଆରମ୍ଭ କରାଯାଇଛି। ସହରରେ ହିଂସାକୁ ଦୃଷ୍ଟିରେ ରଖି ଏହାକୁ ୪୮ ଘଣ୍ଟା ପାଇଁ ବନ୍ଦ କରିଦିଆଯାଇଥିଲା।

ସୂଚନା ଅନୁସାରେ, ଦଶହରା ଭସାଣ ଉତ୍ସବ ସମୟରେ ଦୁଇ ସାହି ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ଗତ ରବିବାର କଟକରେ ବିଭିନ୍ନ ସଂଗଠନ ଶୋଭାଯାତ୍ରା କରିବା ସମୟରେ ହିଂସା ଘଟିଥିଲା। ଯାହାଫଳରେ ପୁଲିସକୁ ଲାଠିମାଡ଼ ସହିତ ଲୁହବୁହା ଗ୍ୟାସ ପ୍ରୟୋଗ କରିବାକୁ ପଡ଼ିଥିଲା। ସୋସିଆଲ ମିଡିଆରେ ଗୁଜବକୁ ନେଇ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଥିବାରୁ ରବିବାର ସନ୍ଧ୍ୟା ୭ଟାରୁ ସହରରେ ଇଣ୍ଟରନେଟ ସେବାକୁ ବନ୍ଦ କରିଦିଆଯାଇଥିଲା। ପ୍ରଥମେ ୨୪ ଘଣ୍ଟା ପାଇଁ କଟକଣା ଲାଗୁ ହୋଇଥିବାବେଳେ ସୋମବାର ସନ୍ଧ୍ୟା ୭ଟାରେ ପୁନର୍ବାର ଏହାକୁ ଆଉ ୨୪ ଘଣ୍ଟା ପାଇଁ ବୃଦ୍ଧି କରାଯାଇଥିଲା।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories