www.samajalive.in
Saturday, December 6, 2025
16.1 C
Bhubaneswar

ମାର୍ଚ୍ଚ ୨୧ରୁ କନ୍ଧମାଳ ମହୋତ୍ସବ, ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଫୁଲବାଣୀ : ମାର୍ଚ୍ଚ ୨୧ରୁ ୨୫ ତାରିଖ ପର୍ଯ୍ୟନ୍ତକଳା, ସଂସ୍କୃତି ଓ ପରମ୍ପରାର ପ୍ରତୀକ କନ୍ଧମାଳ ମହୋତ୍ସବ ଓ ପଲ୍ଲୀଶ୍ରୀ ମେଳା -୨୦୨୫ ଅନୁଷ୍ଠିତ ହେବ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା ପାଇଁ କନ୍ଧମାଳ ଜିଲା ପ୍ରଶାସନ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅନୁରୋଧ କରାଯାଇଛି।

କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ ଏବଂ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ଭୂବନେଶ୍ୱର ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ନିମନ୍ତ୍ରଣ ଜଣାଇଛନ୍ତି।  ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ଜିଲାର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଛନ୍ତି।

- Advertisement -

ଏହି ପ୍ରତିନିଧି ଦଳରେ ଅନ୍ୟ ମାନଙ୍କ ମଧ୍ୟରେ ବିଜେପି ଜିଲା ସଭାପତି ପଣ୍ଡିତ ବିଶିମାଝୀ, ଲୋକସଭା ସଂଯୋଜକ ପଦ୍ମ ଲୋଚନ ଦାଶ, ସାଂସଦ ପ୍ରତିନିଧି ଦୁର୍ଗା ମାଧବ ଆଚାର୍ଯ୍ୟ ପ୍ରମୁଖ ସାମିଲ ହୋଇଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories