www.samajalive.in
Friday, December 5, 2025
26.1 C
Bhubaneswar

ଚିଦାମ୍ବରମ୍‍ଙ୍କୁ ଜାମିନ୍‍ – ସିବିଆଇକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଆଇଏନ୍‍ଏକ୍ସ ମିଡିଆ ଦୁର୍ନୀତି ମାମଲାରେ ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମ୍‍ଙ୍କ ଜାମିନ୍‍ ଆବେଦନ ଉପରେ ସୁପ୍ରିମକୋର୍ଟ ଶୁକ୍ରବାର ସିବିଆଇଠାରୁ ଜବାବ ଲୋଡ଼ି ନୋଟିସ୍‍ ଜାରି କରିଛନ୍ତି। ସିବିଆଇ ପକ୍ଷରୁ ଓକିଲ ସଲିସିଟର ଜେନେରାଲ୍‍ ତୁଷାର ମେହେଟ୍ଟାଙ୍କୁ ଜବାବ ଦେବା ପାଇଁ କୁହାଯାଇଛି ଏବଂ ପରବର୍ତ୍ତୀ ଶୁଣାଣି ଅକ୍ଟୋବର ୧୫ ତାରିଖରେ କରିବାକୁ ଦିନ ଧାର୍ଯ୍ୟ କରାଯାଇଛି। ତିହାଡ଼ ଜେଲ୍‍ରେ ବିଚାର ବିଭାଗୀୟ ହାଜତରେ ଥିବା ଚିଦାମ୍ବରମ୍‍ ଦିଲ୍ଲୀ ହାଇକୋର୍ଟର ସେପ୍ଟେମ୍ବର ୩୦ତାରିଖ ରାୟକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି।

ଚିଦାମ୍ବରମ୍‍ଙ୍କୁ ଜାମିନ୍‍ ଦେବା ପାଇଁ ଦିଲ୍ଲୀ ହାଇକୋର୍ଟ ମନା କରିଦେଇଥିଲେ। ତେଣେ ଦିଲ୍ଲୀର ଏକ ଅଦାଲତ ଚିଦାମ୍ବରମଙ୍କ ବିଚାର ବିଭାଗୀୟ ହାଜଦ ମିଆଦ ଅକ୍ଟୋବର ୧୭ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories