www.samajalive.in
Saturday, December 6, 2025
16.1 C
Bhubaneswar

କଲକାତା ପାଇଁ ୧୯୬ରନର ବିଜୟ ଲକ୍ଷ୍ୟ ରଖିଲା ମୁମ୍ବଇ

ଆବୁଧାବି : ଆଇପିଏଲ୍‌ର ଚଳିତ ସଂସ୍କରଣରେ ବୁଧବାର କଲକାତା ନାଇଟ୍‌ ରାଇଡର୍ସ ଓ ମୁମ୍ବଇ ଇଣ୍ଡିଆନ୍‌ସ ମଧ୍ୟରେ ମ୍ୟାଚ୍ ଖେଳାଯାଉଛି। ଏହି ମ୍ୟାଚରେ କଲକାତାର ଅଧିନାୟକ ଦିନେଶ କାର୍ତ୍ତିକ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ପିଷ୍ପତ୍ତି ନେଇଥିଲେ। ମୁମ୍ବଇ ପ୍ରଥମେ ବ୍ୟାଟିଂ କରି ରୋହିତ ଶର୍ମାଙ୍କ ଅର୍ଦ୍ଧଶତକ ବଳରେ କଲକାତା ପାଇଁ ୧୯୬ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରିଛି।

Hot this week

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

Related Articles

Popular Categories