www.samajalive.in
Saturday, December 6, 2025
14.1 C
Bhubaneswar

ଆଜିଠୁ ଆରମ୍ଭ ହେବ ଆଇପିଏଲ: ସିଏସ୍‍କେ-ଆରସିବି ହେବେ ମୁହାଁମୁହିଁ

ନୂଆଦିଲ୍ଲୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଆଜିଠୁ ଆରମ୍ଭ ହେବାକୁ ଯାଉଛି ଫଟାଫଟ କ୍ରିକେଟ ମହାସମର । ଆଇପିଏଲର ୧୭ତମ ସଂସ୍କରଣରେ ପ୍ରଥମ ଦିନରେ ମୁହାଁମୁହିଁ ହେବେ ଚେନ୍ନାଇ ସୁପର କିଙ୍ଗ୍‍ସ-ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ । ଏହି ମ୍ୟାଚ ସନ୍ଧ୍ୟା ୭ଟା ୩୦ ମିନିଟରେ ଚେନ୍ନାଇର ଏଏମ୍‍ ଚିଦାମ୍ବରମ୍‍ ଷ୍ଟାଡିୟମରେ ଖେଳାଯିବ । ଏହି ମ୍ୟାଚ ପୂର୍ବରୁ ୪୫ମିନିଟ ଉଦଘାଟନୀ ଉତ୍ସବ ଅନୁଷ୍ଠିତ ହେବ । ସନ୍ଧ୍ୟା ୬ଟା ୩୦ ମିନିଟରୁ ଆରମ୍ଭ ହେବାକୁ ଥିବା ଏହି ରଙ୍ଗାରଙ୍ଗ ଉତ୍ସବରେ ସଙ୍ଗୀତ ପରିବେଷଣ କରିବେ ସୋନୁ ନିଗମ ଓ ଏ.ଆର ରେହମାନ୍‍ । ବଲିଉଡର ଦୁଇ ସୁପରଷ୍ଟାର ଅକ୍ଷୟ କୁମାର ଓ ଟାଇଗର ଶ୍ରଫ୍‍ ନୃତ୍ୟ ଦ୍ୱାରା ଦର୍ଶକଙ୍କ ମନୋରଞ୍ଜନ କରିବେ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories