www.samajalive.in
Friday, December 5, 2025
23.1 C
Bhubaneswar

ଭାରତୀୟ ସେନାକୁ ସମ୍ମାନିତ କରିବ ବିସିସିଆଇ

ସମାଜ ଡିଜିଟାଲ ଡେସ୍କ: ଅପରେସନ ସିନ୍ଦୂରର ସଫଳତା ପାଇଁ ଭାରତୀୟ ସେନାକୁ ସମ୍ମାନିତ କରିବ ବିସିସିଆଇ । ଆଇପିଏଲ ସମାପନୀ ଉତ୍ସବରେ ହେବ ବିଶେଷ କାର୍ଯ୍ୟକ୍ରମ ହେବ । ସେହି କାର୍ଯ୍ୟକ୍ରମରେ ସାମିଲ ହେବେ ୩ ସେନା ପ୍ରମୁଖ । ଜୁନ ୩ ଆଇପିଏଲ ଫାଇନାଲ ମ୍ୟାଚ୍‍ ପୂର୍ବରୁ ବିଶେଷ ଆୟୋଜନ କରିବ ବିସିସିଆଇ । ପହଲଗାଓଁ ଆକ୍ରମଣର ପ୍ରତିଶୋଧ ନେବାକୁ ଭାରତୀୟ ସେନା ଦ୍ୱାରା ଅପରେସନ ସିନ୍ଦୂର ଜରିଆରେ ପାକିସ୍ତାନରେ ଆତଙ୍କୀଙ୍କ ଆଡ୍ଡାକୁ ଧୂଳିସାତ କରିଥିଲେ । ଏଥିରେ ୧୦୦ରୁ ଅଧିକ ଆତଙ୍କବାଦୀ ନିପାତ ହୋଇଥିଲେ । ଭାରତୀୟ ସେନାର ପରାକ୍ରମକୁ ନେଇ ସବୁଠି ପ୍ରଶଂସା କରାଯାଉଥିବା ବେଳେ ସେନାକୁ ସବୁଠି ସମ୍ମାନିତ କରାଯାଉଛି ।

Hot this week

ରାଷ୍ଟ୍ରପତି ଭବନରେ ପୁଟିନଙ୍କୁ ଭବ୍ୟ ସ୍ଵାଗତ

ସମାଜ ଲାଇଭ ଡ଼େସ୍କ : ରାଷ୍ଟ୍ରପତି ଭବନରେ ପହଞ୍ଚିଲେ ରୁଷ ରାଷ୍ଟ୍ରପତି...

ବିଧାୟକଙ୍କୁ ହତ୍ୟା ଧମକ

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗଙ୍କୁ ଏଠାର ରେଳ...

ପୁଲିସ ଏସ୍‌ଆଇ ପରୀକ୍ଷା ଜାଲିଆତି: ମାଷ୍ଟରମାଇଣ୍ଡ ବିରଞ୍ଚି ନାୟକ ଗିରଫ

ସମାଜ ଡିଜିଟାଲ ଡେସ୍କ: ବହୁ ଚର୍ଚ୍ଚିତ ପୁଲିସ ଏସଆଇ ପରୀକ୍ଷା ଜାଲିଆତି...

ତେରଟି ଜିଲାରୁ ରାଷ୍ଟ୍ରୀୟ ଆୟର ଅଧେ

ଭାରତ ଏଡେ ବିରାଟ ଆକାରର ଦେଶ; ମାତ୍ର ତାହାର ମୋଟ ୭୦୫...

ଓଡ଼ିଶାରେ ଏଫସିଆଇ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ୧ଶହ କୋଟି ଲୁଟ୍‌

ନୂଆଦିଲ୍ଲୀ: ଓଡ଼ିଶାରେ ଭାରତୀୟ ଖାଦ୍ୟ ନିଗମ ଅଧିକାରୀଙ୍କ ଦ୍ୱାରା ବର୍ଷକୁ ପ୍ରାୟ...

Related Articles

Popular Categories