www.samajalive.in
Monday, December 15, 2025
17.1 C
Bhubaneswar

ଆଇପିଏଲ୍  ୨୦୧୮ : ଆଜି ପଞ୍ଜାବ ବନାମ ବାଙ୍ଗାଲୋର

ଇନ୍ଦୋର : ଆଇପିଏଲ୍  କ୍ରିକେଟ ୨୦୧୮ରେ ସୋମବାର କିଙ୍ଗସ୍ ଇଲେଭେନ୍ ପଞ୍ଜାବ ଓ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଇନ୍ଦୋରରେ ରାତି ୮ଟାରେ ମ୍ୟାଚ ଖେଳାଯିବ । କିଙ୍ଗସ୍ ଇଲେଭେନ୍ ପଞ୍ଜାବ ୧୧ଟି ମ୍ୟାଚ ଖେଳି ୬ଟି ବିଜୟ ଓ ୫ଟି ପରାଜୟ ସହିତ ୧୨ ପଏଣ୍ଟ ପାଇ ପଏଣ୍ଟ ତାଲିକାର ୩ୟ ସ୍ଥାନରେ ଥିବାବେଳେ ରୟାଲ ଚାଲେଞ୍ଜର୍ସ ବାଙ୍ଗାଲୋର ୧୧ଟି ମ୍ୟାଚ ଖେଳି ୪ଟି ବିଜୟ ଓ ୭ଟି ପରାଜୟ ସହିତ ୮ ପଏଣ୍ଟ ପାଇ ୭ମ ସ୍ଥାନରେ ରହିଛି।

ସେହିପରି କଲକାତା ନାଇଟ ରାଇଡର୍ସ ୧୨ଟି ମ୍ୟାଚ ଖେଳି ୬ଟି ବିଜୟ ଓ ୬ଟି ପରାଜୟ ସହିତ ୧୨ ପଏଣ୍ଟ ପାଇ ପଏଣ୍ଟ ତାଲିକାର ୪ର୍ଥ ସ୍ଥାନରେ ରହିଛି।  ରାଜସ୍ଥାନ ରୟାଲସ୍ ୧୨ଟି ମ୍ୟାଚ ଖେଳି ୬ଟି ବିଜୟ ଓ ୬ଟି ପରାଜୟ ସହିତ ୧୨ ପଏଣ୍ଟ ପାଇ ପଏଣ୍ଟ ତାଲିକାର ୫ମ ସ୍ଥାନରେ ଥିବାବେଳେ ମୁମ୍ବଇ ଇଣ୍ଡିଆନ୍ସ  ୧୨ଟି ମ୍ୟାଚ ଖେଳି ୫ଟି ବିଜୟ ଓ ୭ଟି ପରାଜୟ ସହିତ ୧୦ ପଏଣ୍ଟ ପାଇ ଷଷ୍ଠ ସ୍ଥାନରେ ରହିଛି । ତେବେ ଓ ଦିଲ୍ଲୀ ଡେୟାର ଡେଭିଲସ୍ ୧୨ଟି ମ୍ୟାଚ ଖେଳି ୩ଟି ବିଜୟ ଓ ୯ଟି ପରାଜୟ ସହିତ ୬ ପଏଣ୍ଟ ପାଇ ୮ମ ସ୍ଥାନରେ ରହିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories