www.samajalive.in
Sunday, December 7, 2025
26.1 C
Bhubaneswar

ଆଇପିଏଲ୍ ମୁକାବିଲା : ଆଜି ରାଜସ୍ଥାନ ବନାମ ପଞ୍ଜାବ

ଜୟପୁର : ଆଇପିଏଲ-୨୦୧୯ରେ ସୋମବାର ଜୟପୁରଠାରେ ରାଜସ୍ଥାନ ରୟାଲ୍‍ସ ଓ କିଙ୍ଗସ୍‍ ଇଲେଭେନ୍‍ ପଞ୍ଜାବ ମଧ୍ୟରେ ମୁକାବିଲା ହେବ । ଆଜି ଆଇପିଏଲରେ ଗୋଟିଏ ମ୍ୟାଚ ଅନୁଷ୍ଠିତ ହେବ। ରାତି ୮ଟା ବେଳେ ଏହି ମ୍ୟାଚ୍‍ ଆରମ୍ଭ ହେବ।

ରବିବାର ଅନୁଷ୍ଠିତ ୨ଟି ମ୍ୟାଚରୁ ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ, ସନରାଇଜର୍ସ ହାଇଦ୍ରବାଦ ବିପକ୍ଷରେ ୬ ୱିକେଟରେ ବିଜୟୀ ହୋଇଥିଲା। ସେହିପରି ୨ୟ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ, ମୁମ୍ବଇ ଇଣ୍ଡିଆନ୍ସକୁ ୩୭ ରନରେ ପରାସ୍ତ କରିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories