www.samajalive.in
Saturday, December 6, 2025
14.1 C
Bhubaneswar

ଆଇପିଏଲ୍‌ ୨୦୨୦ : କିଙ୍ଗ୍ସ ଏକାଦଶ ପଞ୍ଜାବ ସମ୍ମୁଖରେ ୧୫୮ ରନର ବିଜୟ ଲକ୍ଷ୍ୟ ରଖିଲା ଦିଲ୍ଲୀ କ୍ୟାପିଟାଲ୍ସ

ଦୁବାଇ : ଆଇପିଏଲ୍‌ର ଦ୍ବିତୀୟ ମ୍ୟାଚ୍‌ରେ ରବିବାର ଦିଲ୍ଲୀ କ୍ୟାପିଟାଲ୍‌ସ ଓ କିଙ୍ଗ୍‌ସ ଏକାଦଶ ପଞ୍ଜାବ ମଧ୍ୟରେ ମ୍ୟାଚ୍‌ ଖେଳାଯାଉଛି। ଉଭୟ ଦଳ ବେଶ୍‌ ଶକ୍ତିଶାଳୀ ହୋଇଥିବାରୁ ନିଜର ପ୍ରଥମ ମ୍ୟାଚ୍‌ ଜିତିବାକୁ ପ୍ରୟାସ ଜାରି ରଖିଛନ୍ତି। ଆଜି ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ କ୍ୟାପିଟାଲ୍ କିଙ୍ଗ୍ସ ଏକାଦଶ ପଞ୍ଜାବ ସମ୍ମୁଖରେ ୧୫୮ ରନର ବିଜୟ ଲକ୍ଷ୍ୟ ରଖିଛି।

ପ୍ରଥମେ ବ୍ୟାଟିଂ କରିଥିବା ଦିଲ୍ଲୀ ମାର୍କସ୍ ଷ୍ଟୋଇନିସଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ  ନିର୍ଦ୍ଧାରିତ ଓଭରରେ ୮ ଓ୍ଵିକେଟ୍  ହରାଇ ୧୫୭ ରନ କରିବାକୁ ସକ୍ଷମ ହୋଇଛି। ମାର୍କସ ଷ୍ଟୋଇନିସ ୫୩ରନ କରିଥିବା ବେଳେ ଅଧିନାୟକ ଶ୍ରେୟସ୍ ଆୟର ୩୯ ଓ ଋଷଭ ପନ୍ତ ୩୧ ରନର ଉପଯୋଗୀ ଇନିଂସ ଖେଳିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories