www.samajalive.in
Sunday, December 14, 2025
19.1 C
Bhubaneswar

ଆଇପିଏଲ୍‌ କ୍ରିକେଟ : ବାଙ୍ଗାଲୋରକୁ ୬ ରନରେ ହରାଇଲା ମୁମ୍ବଇ

ବାଙ୍ଗାଲୋର : ଗୁରୁବାର ବାଙ୍ଗାଲୋରରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚରେ ମୁମ୍ବଇ ଇଣ୍ଡିଆନସ୍‌ ବାଙ୍ଗାଲୋରକୁ ୬ ରନ୍‌ରେ ପରାସ୍ତ କରିଛି। ଏଥି ସହିତ ମୁମ୍ବଇ ଇଣ୍ଡିଆନ୍ସ ଚଳିତ ଆଇପିଏଲ୍‌ରେ ପ୍ରଥମ ବିଜୟ ହାସଲ କରିଛି। ମୁମ୍ବଇ ଇଣ୍ଡିଆନ୍ସ ପ୍ରଥମେ ବ୍ୟାଟିଙ୍ଗ କରି ନିର୍ଦ୍ଧାରିତ ୨୦ ଓଭରରେ  ୮ ଓ୍ଵିକେଟ ହରାଇ ୧୮୭ ରନ୍‌ କରିଥିଲା। ମୁମ୍ବଇର ୧୮୮ରନର ବିଜୟ ଲକ୍ଷ୍ୟକୁ ପିଛାକରି ବାଙ୍ଗାଲୋର ନିର୍ଦ୍ଧାରିତ ୨୦ ଓଭରରେ ୫ ଓ୍ଵିକେଟ ହରାଇ ୧୮୧ ରନ୍‌ କରିଥିଲା। ଶେଷ ଓଭରରେ ବାଙ୍ଗାଲୋରକୁ ବିଜୟ ପାଇଁ ୧୭ ରନ୍‌ ଦରକାର ଥିବା ବେଳେ ୧୦ ରନ୍‌ କରିବାରେ ସକ୍ଷମ ହୋଇଥିଲା।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories